୮ ମେ’, ସୋମବାର: ନ୍ୟାୟ ଆପଣଙ୍କ ସପକ୍ଷରେ ଯିବ

ଶାରୀରିକ ପୀଡ଼ା ଅନୁଭବ ହୋଇପାରେ। ବନ୍ଧୁଙ୍କ ପରାମର୍ଶ ଅନୁଯାୟୀ କାର୍ଯ୍ୟ କରି ପ୍ରଶଂସିତ ହେବେ।

rashi

Representational Image

Niharika Rout
  • Published: Monday, 08 May 2023
  • Updated: 08 May 2023, 07:37 AM IST

ମେଷ: ପ୍ରତିବନ୍ଧକ କାରଣରୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିଯିବାର ଆଶଙ୍କା ରହିଛି । ନିଜ ବ୍ୟବହାର ପାଇଁ ନିକଟ ସମ୍ପର୍କୀୟମାନେ ଦୂରେଇ ଯାଇପାରନ୍ତି । ପାରିବାରିକ ମତାନ୍ତରକୁ ନେଇ ମନ ଭାରାକ୍ରାନ୍ତ ରହିବ । କିନ୍ତୁ ଅପରାହ୍ନରେ କୌଣସି ଶୁଭ ଖବର ଶୁଣିପାରନ୍ତି ।

ବୃଷ: ପାରିବାରିକ ଓ ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। କିନ୍ତୁ ଅପ୍ରିୟ ସତକଥା କହି ଦୋଷୀ ହେବାର ସମ୍ଭାବନା ରହିଛି । ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢ଼ତାର ସହ ମୁକାବିଲା କରି ବିଜୟୀ ହେବେ। ମାଲିମକଦ୍ଦମା ଓ ବିବାଦର ସମାଧାନ ହୋଇଯିବ ଏବଂ ନ୍ୟାୟ ଆପଣଙ୍କ ସପକ୍ଷରେ ଆସିବ।

ମିଥୁନ : ଶାରୀରିକ ପୀଡ଼ା ଅନୁଭବ ହୋଇପାରେ। ବନ୍ଧୁଙ୍କ ପରାମର୍ଶ ଅନୁଯାୟୀ କାର୍ଯ୍ୟ କରି ପ୍ରଶଂସିତ ହେବେ। ନୂତନ ଗୃହ ନିର୍ମାଣ ପାଇଁ ମନ ବଳାଇବେ ଓ ସେଥିରେ ସଫଳ ହେବେ। ପାରିବାରିକ କ୍ଷେତ୍ରରେ ସାମାନ୍ୟ କଥାକୁ ନେଇ ମନାନ୍ତର ମତାନ୍ତର ଦେଖାଦେଇପାରେ ।

କର୍କଟ: ପିତା ମାତାଙ୍କ  ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ଅସ୍ଥିରତା ଦେଖାଦେଇପାରେ। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ ଏବଂ କର୍ମକ୍ଷେତ୍ରରେ ପୂର୍ବ ସମସ୍ୟା ଦୂର ହୋଇଯିବ । ଦକ୍ଷତା ଓ ସଚ୍ଚୋଟତା ହେତୁ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ ।

ସିଂହ: ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ଭ୍ରମଣ ଯୋଗୁ କ୍ଳାନ୍ତି ଅନୁଭବ କରିବେ। କର୍ମକ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ବନ୍ଧୁଙ୍କ ସହ ସାକ୍ଷାତ ହେବ । ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। କୈାଣସି ଶୁଭ ଖବର ଶୁଣିପାରନ୍ତି

କନ୍ୟା: ପ୍ରତ୍ୟେକ କାର୍ଯ୍ୟରେ ସଫଳତା ହାସଲ କରିବେ। ସନ୍ତାନ ସନ୍ତତିମାନେ ଆଜ୍ଞାଧୀନ ହେବେ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆନନ୍ଦିତ ରହିବେ । ଖର୍ଚ୍ଚାଧିକ କାରଣରୁ ମନସ୍ତାପ ହୋଇପାରେ ଏବଂ ବ୍ୟବସାୟ, ବାଣିଜ୍ୟ ପାଇଁ ଦିନଟି ମଧ୍ୟମ ରହିବ।

ତୁଳା: ପରିବାରରେ କୌଣସି ପ୍ରସଙ୍ଗକୁ ନେଇ ସମସ୍ୟା ଦେଖାଦେଇପାରେ। ବିଭିନ୍ନ ପ୍ରକାର ବାଧାବିଘ୍ନ ଓ ସମସ୍ୟା ଲାଗି ରହୁଥିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ନକାରାତ୍ମକ ଚିନ୍ତା ମନକୁ ଆକ୍ରାନ୍ତ କରିବ। 

ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର: ଆଜି ଆପଣ ଭଲ କଥା କହିଲେ ମଧ୍ୟ ପରିବାରରେ ତାହାକୁ ଭୁଲ୍ ବିଚାର କରିପାରନ୍ତି । ପ୍ରତ୍ୟେକ କ୍ଷେତ୍ରରେ ଜଗିରଖି କାମ କରିବା ଓ କହିବା ଭଲ ହେବ। ଅନ୍ୟଥା ଭୁଲ୍ ବୁଝାମଣା ସୃଷ୍ଟି ହୋଇପାରେ । ଶରୀର ସୁସ୍ଥ ରହିବ । ସୁସ୍ୱାଦୁ ଭୋଜନ ମିଳିବ ।ରାଜନୈତିକ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ମିଳିବ ।

କୁମ୍ଭ: କୌଣସି ଅଜଣା ବ୍ୟକ୍ତିଙ୍କ ସହାୟତାରୁ ଉପକୃତ ହେବେ। ବହୁ ଦିନର ଆଶା ଅଭିଳାଷ ପୂରଣ ହେବ । ନିଜର ଦକ୍ଷତା ଯୋଗ୍ୟତାକୁ ନେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। କ୍ରୀଡା କ୍ଷେତ୍ରରେ କ୍ରୀଡାବିତ୍ମାନେ ବିଜୟୀ ହେବେ। ପିତା ମାତାଙ୍କ ସ୍ନେହ, ଶ୍ରଦ୍ଧା, ସହାନୁଭୂତି ଓ ଆଶିର୍ବାଦ ମିଳିବ ।

ମୀନ: ଆଶା ଆଶଙ୍କା ଦେଇ ଦିନଟି ବିତିବ । ପ୍ରତ୍ୟେକ କ୍ଷେତ୍ରରେ ବାଧା ବିଘ୍ନ ଦେଖାଦେଇପାରେ। ଅତୀତ କଥାକୁ ନେଇ ଗୁଡାଏ ଚିନ୍ତାକରି ମନକୁ ଭାରାକ୍ରାନ୍ତ କରନ୍ତୁ ନାହିଁ। ନିଜ ଜୀବନ ସାଥୀର ଭରସା, ଉତ୍ସାହ, ପ୍ରେରଣା ଆପଣଙ୍କୁ ଅନେକାଂଶରେ ସଫଳତା ଆଣିଦେବ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story