୮ ନଭେମ୍ବର, ବୁଧବାର; ନିଜ କାମର ଓଲଟା ଫଳ ପାଇବେ

କର୍ମକ୍ଷେତ୍ରରେ ସାଧାରଣ ଘଟଣାକୁ ନେଇ ମନସ୍ତାପ କରିବାକୁ ପଡିପାରେ। ପାରିବାରିକ ଜୀବନ ସୁଖପ୍ରଦ ହେବ । ମହିଳାମାନେ ଘରେ ବାହାରେ ସବୁଠି ଆଦର ସମ୍ମାନ ପାଇବେ।

Rashi

Representational Image

Niharika Rout
  • Published: Wednesday, 08 November 2023
  • Updated: 08 November 2023, 07:46 AM IST

Sports

Latest News

ମେଷ: ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ । ନୂତନ ବନ୍ଧୁଙ୍କ ସହ ସମ୍ପର୍କ ସ୍ଥାପନ ଦିଗରେ କେହି ଜଣେ ସହାୟକ ହେବେ। ପାରିବାରିକ ସମସ୍ୟା ସମାଧାନ ହେବା ସକାଶେ ବନ୍ଧୁଙ୍କ ଅବଦାନକୁ ଅସ୍ୱୀକାର କରିହେବନି ।

ବୃଷ: କର୍ମକ୍ଷେତ୍ରରେ ସାଧାରଣ ଘଟଣାକୁ ନେଇ ମନସ୍ତାପ କରିବାକୁ ପଡିପାରେ। ପାରିବାରିକ ଜୀବନ ସୁଖପ୍ରଦ ହେବ । ମହିଳାମାନେ ଘରେ ବାହାରେ ସବୁଠି ଆଦର ସମ୍ମାନ ପାଇବେ। ବ୍ୟସ୍ତତାରୁ ମୁକ୍ତି ମିଳିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ଦିନଟି ଅନୁକୂଳ ରହିବ । ଦେହ ମନ ସୁସ୍ଥ ସହ ଆର୍ଥିକ ଅଭିବୃଦ୍ଧି ଘଟିବ ।

ମିଥୁନ:  କୌଣସି ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ଯାହା ପାଇବା ସକାଶେ ଆଶା ରଖିଛନ୍ତି ଅପରାହ୍ନରେ ଅବଶ୍ୟ ପାଇବେ । ଦୂର ସ୍ଥାନକୁ ଭ୍ରମଣରେ ଯାଇପାରନ୍ତି । ମହିଳାମାନେ ଆଶା କରୁଥିବା ଦିଗରୁ ଅର୍ଥ ମାନ ସମ୍ମାନ ପ୍ରତିଷ୍ଠା ଲାଭ କରିବେ ।

କର୍କଟ: ସମାଜ କଲ୍ୟାଣ ପାଇଁ ନିଜକୁ ଉତ୍ସର୍ଗୀକୃତ କରିବେ ଓ ତଳ ମହଲରୁ ଆଶାତୀତ ଲାଭ ପାଇବେ । ନିଜର କାର୍ଯ୍ୟଗୁଡ଼ିକୁ ଠିକ୍ ସମୟରେ ସମାପ୍ତ କରିବା ପାଇଁ ଚେଷ୍ଟିତ ହେବେ । ଭାଗୀଦାରି କ୍ଷେତ୍ରରେ ଆଖିବନ୍ଦ କରି କୌଣସି ପଦକ୍ଷେପ ନିଅନ୍ତୁ ନାହିଁ ।

ସିଂହ: ଶାରିରୀକ ଅସୁସ୍ଥତା ଦୂର ହେବାସହ କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ । ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିସ୍କାର କରିବେ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପୁରାତନ ରୋଗ ପ୍ରକୋପର ଉପଶମ ହୋଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହେବା ଫଳରେ ବଡ କାମ କରିବାକୁ ଇଚ୍ଛା ଜାଗ୍ରତ ହେବ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ।

ବିଛା: କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସୁନାମ ଅର୍ଜନ କରିବେ । ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ। କିନ୍ତୁ ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର: ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ନୂତନ ବ୍ୟବସାୟ ଆରମ୍ଭ କରିପାରିବେ ଓ ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ। ଶିକ୍ଷାର୍ଥୀ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ ।

କୁମ୍ଭ: ସମ୍ପର୍କୀୟଙ୍କ ସହ ବିବାଦ ଦେଖାଦେଇପାରେ ସତର୍କ ରୁହନ୍ତୁ । କର୍ମକ୍ଷେତ୍ରରେ ଆତ୍ମୀୟତାର ସହ କାମ କରିବେ ସତ କିନ୍ତୁ ପ୍ରତିବଦଳରେ ଓଲଟା ଫଳ ପାଇବେ । ଗୃହିଣୀମାନେ ନିଜର ଦକ୍ଷତା ପ୍ରତିପାଦନ କରି ପ୍ରଶଂସିତ ହେବେ। ସାହିତ୍ୟ ସଙ୍ଗୀତ ରାଜନୀତି ବ୍ୟବସାୟ ବାଣିଜ୍ୟ ପରିବହନ ପାଇଁ ଦିନ ଶୁଭପ୍ରଦ ହେବା ସହ ଆଶା ଅଭିଳାଷ ପୂରଣ ହେବ।

ମୀନ:  ପରିବାର ମଧ୍ୟରେ ବିଭିନ୍ନ ପ୍ରକାରର ସମସ୍ୟାକୁ ସାମ୍ନା କରି ସରଳ ସମାଧାନ କରିବାରେ ସମର୍ଥ ହେବେ । ପଡୋଶୀ ଏବଂ ସହକର୍ମୀଙ୍କ ସହାନୁଭୂତି ଯୋଗୁ କାମଗୁଡିକ ସମ୍ପର୍ଣ୍ଣ କରିବାରେ ଯୋଗ୍ୟ ବିବେଚିତ ହେବେ । ବନ୍ଧୁମାନଙ୍କ ଅକୁଣ୍ଠ ସାହାଯ୍ୟ ଓ ସମର୍ଥନ ପାଇ କାମ ହାସଲ କରିବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story