୮ ସେପ୍ଟେମ୍ବର, ଶୁକ୍ରବାର: ବନ୍ଧୁଙ୍କ ସହ ମନୋମାଳିନ୍ୟ ହୋଇପାରେ

ପିତା ମାତାଙ୍କ ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ। ଅପରାହ୍ନରେ କୌଣସି ଅନୁଷ୍ଠାନ ତରଫରୁ ସମ୍ମାନୀତ ହୋଇପାରନ୍ତି। ମହିଳାମାନେ ଗୃହ କର୍ମରେ ବ୍ୟସ୍ତ ରହିବେ ।

Rashi

Representational Image

Niharika Rout
  • Published: Friday, 08 September 2023
  • Updated: 08 September 2023, 07:46 AM IST

Sports

Latest News

ମେଷ: ଜଗିରଖି ଚଳନ୍ତୁ, ପ୍ରତ୍ୟେକ କ୍ଷେତ୍ରରେ ବାଧାବିଘ୍ନ ଘାତ ପ୍ରତିଘାତ ମଧ୍ୟରେ ଦିନ କଟିବ । ଆପଣ ଆତ୍ମୀୟଙ୍କ ସହଯୋଗ ପାଇବେ। ଶତ୍ରୁମାନେ ପରାଜିତ ହେବା ଫଳରେ ମନ ଆନନ୍ଦିତ ରହିବ । ଅଧ୍ୟୟନ ଓ ଅଧ୍ୟାପନା କ୍ଷେତ୍ରରେ ଶୁଭଫଳ ମିଳିବ। ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ ।

ବୃଷ : ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ମନୋମାଳିନ୍ୟ ହୋଇପାରେ । ଯାହା ଫଳରେ ମନ ଭାରାକ୍ରାନ୍ତ ରହିବ। ପାରିବାରିକ ଜୀବନ ସୁଖପ୍ରଦ ହେବ। ପିତା ମାତାଙ୍କ ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ। ଅପରାହ୍ନରେ କୌଣସି ଅନୁଷ୍ଠାନ ତରଫରୁ ସମ୍ମାନୀତ ହୋଇପାରନ୍ତି। ମହିଳାମାନେ ଗୃହ କର୍ମରେ ବ୍ୟସ୍ତ ରହିବେ ।

ମିଥୁନ: ଦାମ୍ପତ୍ୟ ଜୀବନ ସୁଖମୟ ହେବ । ସୁସ୍ୱାଦୁ ଭୋଜନ ମିଳିବ । ଦେହ ମନ ସୁସ୍ଥ ରହିବ । ଆକସ୍ମିକ ଭାବରେ ଖର୍ଚ୍ଚଭାର ବୃଦ୍ଧି ପାଇବା କାରଣରୁ ଚିନ୍ତିତ ହେବେ। ଜଳ, ଅଗ୍ନି ଓ ବିଦ୍ୟୁତ୍ ପ୍ରତି ସାବଧାନ ରୁହନ୍ତୁ। କ୍ରୀଡା, କଳା, ସାହିତ୍ୟ ଓ ପ୍ରଶାସନିକ ସ୍ତରରେ ଗୌରବ ଅର୍ଜନ କରି ସମ୍ମାନିତ ହେବେ ।

କର୍କଟ: ବ୍ୟବସାୟରେ ବାକି ପଡ଼ିଥିବା ଅର୍ଥ ଆଦାୟ ହେବାରୁ ଘର ପାଇଁ ନୂତନ ଦ୍ରବ୍ୟ କ୍ରୟ କରିବେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ଓ ସୁସ୍ୱାଦୁ ଭୋଜନ କରିବେ । ଛାତ୍ରଛାତ୍ରୀ ମାନେ ପାଠପଢ଼ାରେ ମନ ବଳାଇବେ ଓ ଚାକିରି ପାଇଁ ଦୂରସ୍ଥାନକୁ ଯାତ୍ରା କରିବେ।

ସିଂହ: ବ୍ୟବସାୟରେ ଶୁଭଫଳ ମିଳିବ ନାହିଁ । କାହା ସହିତ କଳହ ହୋଇପାରେ । ସ୍ୱାମୀସ୍ତ୍ରୀ ମଧ୍ୟରେ ଉତ୍ତମ ବୁଝାମଣା ରହିବ ନାହିଁ । ସନ୍ତାନ ମାନଙ୍କ ପାଇଁ ବାପାମା’ ଚିନ୍ତାରେ ରହିବେ । ସ୍ୱାସ୍ଥ୍ୟ ଜନିତ ସମସ୍ୟା ଦେଖାଯିବାରୁ ବନ୍ଧୁ ସାହାଯ୍ୟ କରିବେ ।

କନ୍ୟା: ବ୍ୟବସାୟରେ ଲାଭ ପାଇବାରୁ ଘର ପାଇଁ ନୂତନ ବସ୍ତୁ କ୍ରୟ କରିବେ। ପଡୋଶୀଙ୍କ ସହିତ ଉତ୍ତମ ବୁଝାମଣା ରହିବ ଓ ସାଂସ୍କୃତିକ କାର୍ଯ୍ୟରେ ଯୋଗ ଦେବେ। ସ୍ୱାମୀ ସ୍ତ୍ରୀ ମଧ୍ୟରେ ପ୍ରେମଭାବ ସୃଷ୍ଟି ହେବ। ସୁସ୍ୱାଦୁ ଭୋଜନ କରିବେ ।

ତୁଳା: ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ରାଜନୀତିରେ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ ଓ ଦୂରଯାତ୍ରା କରି ମନ ଖୁସି ରହିବ ।

ବିଚ୍ଛା: ଶାରିରୀକ ସୁସ୍ଥତା ଦେଖା ଦେବା ସହ ମାନସିକ ଶାନ୍ତି ମିଳିବ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବା ସହ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ।

ଧନୁ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ମନ ଭଲ ରହିବ ଓ ଶତୃମାନେ ଦୂର ହେବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ ।

ମକର: କର୍ମକ୍ଷେତ୍ରର ବ୍ୟସ୍ତତା ନେଇ ସୁଖ ଶାନ୍ତି ଦୂରେଇଯିବ । ଭାଗୀଦାର ବ୍ୟବସାୟରେ ବାଦବିବାଦ ମୁଣ୍ଡ ଟେକିପାରେ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ ।

କୁମ୍ଭ: ପାରିବାରିକ ଓ ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ସନ୍ତାନମାନେ ଆଜ୍ଞାଧୀନ ହେବେ ପୈତୃକ ଗୃହ ଜମିକୁ ନେଇ ବିବାଦ ଦେଖାଦେଇପାରେ । କେତେକ କ୍ଷେତ୍ରରେ ଜାଣିଶୁଣି ନୀରବତା ଅବଲମ୍ବନ କରିବାକୁ ବାଧ୍ୟ ହେବେ । ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦ୍ୱିମାନେ ପରାଜିତ ହେବେ। ନୂତନ ଯୋଜନାନୁଯାୟୀ ସଫଳତା ହାସଲ କରିବେ ।

ମୀନ: କର୍ମୋନ୍ନତି ସହ ମାନ ସମ୍ମାନ ପ୍ରତିଷ୍ଠା ମିଳିବ । ନିଜର ବୁଦ୍ଧି ବିବେକ ଜ୍ଞାନ କୌଶଳ କ୍ରମେ ପାରିବାରିକ ପରିସ୍ଥିତିକୁ ସମାଧାନ କରିବେ । କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ଦକ୍ଷତା ପ୍ରତିପାଦନ କରି ପ୍ରଶଂସିତ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରୁ ଯଥେଷ୍ଟ ଲାଭବାନ ହେବେ, ଆନୁଷ୍ଠାନିକ କାମରେ ଭାଗନେଇ କାର୍ଯ୍ୟ କରିବେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story