୮ସେପ୍ଟେମ୍ୱର, ଶନିବାର: ଏହି ବ୍ୟକ୍ତିମାନଙ୍କର ଖର୍ଚ୍ଚ ବଢ଼ିବ

ମେଷ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଚିନ୍ତିତ ରହିବେ। ଅନିଦ୍ରା କାରଣରୁ ଅସୁସ୍ଥ ଅନୁଭବ କରିବେ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।

ବୃଷ: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ପରିବାରରେ ହସଖୁସିର ବାତାବରଣ ରହିବ। ଆର୍ଥିକ ସ୍ଥିତି ଭଲ ରହିବ। ଖର୍ଚ୍ଚ ବଢ଼ିବ।

ମିଥୁନ: ପରିବାର ସଦସ୍ୟଙ୍କ ସହ ମିଳିମିଶି କାର୍ଯ୍ୟ କରିବେ। ସ୍ୱାସ୍ଥ୍ୟ ଭଲ ରହିବ। ମଧ୍ୟାହ୍ନ ପରେ ମନ ଖୁସି ରହିବ। ଶତ୍ରୁ ପରାଜିତ ହେବେ।

କର୍କଟ: କୌଣସି ସ୍ଥାନକୁ ଯାତ୍ରା କରିପାରନ୍ତି। ଅପରାହ୍ନରେ କୌଣସି କଥାକୁ ନେଇ ଚିନ୍ତିତ ରହିବେ। ଆର୍ଥିକ ସ୍ଥିତି ଏତେ ଭଲ ରହିବ ନାହିଁ।

ସିଂହ: ପରିବାର କାର୍ଯ୍ୟରେ ଖର୍ଚ୍ଚ ବଢ଼ିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ବନ୍ଧୁଙ୍କ ସହ ଭୁଲ୍ ବୁଝାମଣା ହୋଇପାରେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ।

କନ୍ୟା:  ଦିନଟି ଏତେ ଭଲ ରହିବ ନାହିଁ। ବ୍ୟବସାୟରେ ଲାଭ ହେବ, ତେବେ ଆଶା ମୁତାବକ ହେବ ନାହିଁ। ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ।

ତୁଳା: ପରିବାରରେ ହସଖୁସିର ବାତାବରଣ ରହିବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ପିଲାଙ୍କୁ ନେଇ ଖୁସି ଅନୁଭବ କରିବେ।

ବିଚ୍ଛା: ବିଦେଶରୁ ଶୁଭ ଖବର ଆସିପାରେ। ଧାର୍ମିକ ସ୍ଥାନକୁ ଯାତ୍ରା କରିପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି। ମାନସମ୍ମାନ ମିଳିବ।

ଧନୁ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ମନ ଅଶାନ୍ତ ରହିବ। ବନ୍ଧୁଙ୍କ ସହ ସମୟ ଅତିବାହିତ କରି ପାରନ୍ତି। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି।

ମକର: କୌଣସି ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ମଧ୍ୟାହ୍ନ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିବେ। ଅଫିସ୍‌ରେ ଉଚ୍ଚଅଧିକାରୀଙ୍କ ସହଯୋଗ ମିଳିବ।

କୁମ୍ଭ: ଦିନଟି ଭଲରେ କଟିବ। ଯାନବାହନ ସୁଖ ମିଳିବ। ନୂତନ ବସ୍ତ୍ର ଓ ଅଳଙ୍କାର କିଣି ପାରନ୍ତି।

ମୀନ: ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ହଠାତ୍ ଧନପ୍ରାପ୍ତି ଯୋଗ ରହିଛି। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।

ଆହୁରି ପଢ଼ନ୍ତୁ

୮.୫ କୋଟିରୁ ଊର୍ଦ୍ଧ୍ୱ ଚାଷୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ୧୭ ହଜାର କୋଟିର ଉପହାର

୯ ଅଗଷ୍ଟ,ରବିବାର: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ

‘ଆମେ ୟେସ କହିଲୁ’: ଇନଷ୍ଟାଗ୍ରାମରେ ନିର୍ବନ୍ଧ ସମ୍ପର୍କରେ ଘୋଷଣା କଲେ ଚହଲ

ଦୁର୍ଘଟଣାଗ୍ରସ୍ତ ବିମାନର ବ୍ଲାକବକ୍ସ ଠାବ, ଘଟଣାସ୍ଥଳରେ କେନ୍ଦ୍ରମନ୍ତ୍ରୀ

୮ ଅଗଷ୍ଟ, ଶନିବାର: ମନ ବିଚଳିତ ରହିବ

୨୦୨୧ରେ ଭାରତରେ ହେବ ଟି-୨୦ ବିଶ୍ୱକପ, ୨୦୨୨ରେ ଅଷ୍ଟ୍ରେଲିଆ ପାଳି

ସୁଶାନ୍ତଙ୍କ ମୃତ୍ୟୁ ଘଟଣା: ସୁପ୍ରିମକୋର୍ଟ ଗଲା ସିବିଆଇ

ଚୀନରୁ ଆସୁଛି ଆଉ ଏକ ଭୂତାଣୁ: ଗଲାଣି ୭ ଜଣଙ୍କ ଜୀବନ, ୬୦ ସଂକ୍ରମିତ

ଭାରତ ପରେ ଆମେରିକାରେ ବ୍ୟାନ୍‌ ହେଲା ଟିକଟକ, ଟ୍ରମ୍ପ ଦେଲେ ଏମିତି ନିର୍ଦ୍ଦେଶ

ଏବେ ‘କ’ଣ ଭାବିବା’ ନୁହେଁ ‘କିପରି ଭାବିବା’: ମୋଦି

୭ ଅଗଷ୍ଟ, ଶୁକ୍ରବାର: ଅଧିକ ପରିଶ୍ରମ କରିବେ

ସିବିଆଇ ପଞ୍ଝାରେ ରିୟା, ରୁଜୁ ହେଲା ମାମଲା