୯ ମାର୍ଚ୍ଚ, ଶନିବାର: ମିଠାକଥା କହି ଲୋକଙ୍କ ମନ ଜିତିବେ

ମେଷ: ବୁଝି ବିଚାରି ନିଷ୍ପତ୍ତି ନିଅନ୍ତୁ। କାହାକୁ ଋଣ ଦିଅନ୍ତୁ ନାହିଁ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଅସୁସ୍ଥ ଅନୁଭବ କରିବେ। ବୃଷ: ବ୍ୟବସାୟରେ ଆଶା ମୁତାବକ ଫଳ ମିଳିବ। ଜୀବନସାଥୀଙ୍କ ସହଯୋଗ ମିଳିବ। ମହିଳାମାନେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ମିଥୁନ: ମିଠାକଥା କହି ଲୋକଙ୍କ ମନ ଜିତିବେ। ଅଧିକ ପରିଶ୍ରମ କରିପାରନ୍ତି। ଖର୍ଚ୍ଚ ବଢ଼ିବ। କର୍କଟ: ବିବାହ ସ୍ଥିର ହୋଇପାରେ। ଧନପ୍ରାପ୍ତି ଯୋଗ ରହିଛି। ପରିବାରରେ ହସଖୁସିର ପରିବେଶ ରହିବ। ସିଂହ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। […]

Rasi-Fala-2-1-1-3-2-1-2-1-2-1-1-3-3-1-1-1-1-1-1-2-1-1-4-4-1-2-2-3

Tapaswini Nayak
  • Published: Saturday, 09 March 2019
  • , Updated: 09 March 2019, 07:30 AM IST

ମେଷ: ବୁଝି ବିଚାରି ନିଷ୍ପତ୍ତି ନିଅନ୍ତୁ। କାହାକୁ ଋଣ ଦିଅନ୍ତୁ ନାହିଁ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଅସୁସ୍ଥ ଅନୁଭବ କରିବେ।

ବୃଷ: ବ୍ୟବସାୟରେ ଆଶା ମୁତାବକ ଫଳ ମିଳିବ। ଜୀବନସାଥୀଙ୍କ ସହଯୋଗ ମିଳିବ। ମହିଳାମାନେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ।

ମିଥୁନ: ମିଠାକଥା କହି ଲୋକଙ୍କ ମନ ଜିତିବେ। ଅଧିକ ପରିଶ୍ରମ କରିପାରନ୍ତି। ଖର୍ଚ୍ଚ ବଢ଼ିବ।

କର୍କଟ: ବିବାହ ସ୍ଥିର ହୋଇପାରେ। ଧନପ୍ରାପ୍ତି ଯୋଗ ରହିଛି। ପରିବାରରେ ହସଖୁସିର ପରିବେଶ ରହିବ।

ସିଂହ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଗୁରୁଜନଙ୍କ ଆର୍ଶୀବାଦ ମିଳିବ।

କନ୍ୟା: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ।

ତୁଳା: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଧାମିର୍କ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ନୂଆ ଗାଡ଼ି କିଣିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ବିଚ୍ଛା: ଆଜି ଦିନରେ ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଦୁର୍ଘଟଣା ଘଟିପାରେ,ସତର୍କ ରୁହନ୍ତୁ। ବାଦ-ବିବାଦରୁ ଦୂରେଇ ରୁହନ୍ତୁ।

ଧନୁ: ଦ୍ୱନ୍ଦ୍ୱ ଭିତରେ ରହିବେ। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

ମକର: ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଧାର୍ମିକ କାର୍ଯ୍ୟରେ ଅର୍ଥ ଖର୍ଚ୍ଚ ହୋଇପାରେ। ଋଣ ଦିଅନ୍ତୁ ନାହିଁ।

କୁମ୍ଭ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ପରିବାର ସଦସ୍ୟଙ୍କ ସହ କୌଣସି କଥାକୁ ନେଇ ଝଗଡ଼ା ହୋଇପାରେ। ଜଳାଶୟଠାରୁ ଦୂରେଇ ରୁହନ୍ତୁ।

ମୀନ: ଶରୀର ଫୂର୍ତ୍ତି ରହିବ। ମନୋରଞ୍ଜନ ସ୍ଥାନକୁ ବୁଲି ଯାଇପାରନ୍ତି। ଆତ୍ମବିଶ୍ୱାସ ବଢ଼ିବ। ଗଣେଶଙ୍କୁ ପୂଜା କରନ୍ତୁ।

Related story