୯ ଡିସେମ୍ବର, ଶୁକ୍ରବାର: ବନ୍ଧୁଙ୍କ ସହ କଳି ଲାଗିପାରେ

ମେଷ:  ମାନସିକ ଅଶାନ୍ତି ଓ ପାରିବାରିକ ସମସ୍ୟା ଆପଣଙ୍କୁ ବିଚଳିତ କରାଇବ । ଯେଉଁ କାମରେ ହାତ ଦେଲେ ମଧ୍ୟ ସଫଳତା ବିଳମ୍ବରେ ମିଳିବ । କୌଣସି ପୂର୍ବ ସମସ୍ୟାକୁ କେନ୍ଦ୍ର କରି ବନ୍ଧୁଙ୍କ ସହ କଳି ଲାଗିପାରେ । ବୃଷ:  ଆପଣ ନିକଟ ସମ୍ପର୍କୀୟମାନଙ୍କ ସାହାଯ୍ୟ ଓ ସହଯୋଗ ପାଇ କାମଗୁଡିକ ସହଜରେ ସମ୍ପନ୍ନ କରିପାରିବେ । କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ସଫଳତା ପାଇବେ। ମାଲିମକଦ୍ଦମାର ନ୍ୟାୟ ଆପଣଙ୍କ ସପକ୍ଷରେ ମିଳିବ  । ମିଥୁନ:  […]

RASI

RASI

Niharika Rout
  • Published: Friday, 09 December 2022
  • Updated: 09 December 2022, 07:41 AM IST

Sports

Latest News

ମେଷ:  ମାନସିକ ଅଶାନ୍ତି ଓ ପାରିବାରିକ ସମସ୍ୟା ଆପଣଙ୍କୁ ବିଚଳିତ କରାଇବ । ଯେଉଁ କାମରେ ହାତ ଦେଲେ ମଧ୍ୟ ସଫଳତା ବିଳମ୍ବରେ ମିଳିବ । କୌଣସି ପୂର୍ବ ସମସ୍ୟାକୁ କେନ୍ଦ୍ର କରି ବନ୍ଧୁଙ୍କ ସହ କଳି ଲାଗିପାରେ ।

ବୃଷ:  ଆପଣ ନିକଟ ସମ୍ପର୍କୀୟମାନଙ୍କ ସାହାଯ୍ୟ ଓ ସହଯୋଗ ପାଇ କାମଗୁଡିକ ସହଜରେ ସମ୍ପନ୍ନ କରିପାରିବେ । କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ସଫଳତା ପାଇବେ। ମାଲିମକଦ୍ଦମାର ନ୍ୟାୟ ଆପଣଙ୍କ ସପକ୍ଷରେ ମିଳିବ  ।

ମିଥୁନ:  ଅନ୍ୟର ସାହାଯ୍ୟ  ଆପଣଙ୍କୁ କର୍ମମୁଖର କରାଇବା ସହ ଆର୍ଥିକ ଉନ୍ନତି ଦିଗରେ ସହାୟକ ହେବ। ବକେୟା ଅର୍ଥ ଲାଭ କରିବେ ଏବଂ ଶିଳ୍ପ, ଶିକ୍ଷା, ବାଣିଜ୍ୟ ଓ ବ୍ୟବସାୟ କ୍ଷେତ୍ରରେ ଉନ୍ନତି କରିବେ । ଆଲୋଚନା କ୍ଷେତ୍ରରେ କିମ୍ବା ରାଜନୈତିକ କ୍ଷେତ୍ରରେ ସମ୍ମାନିତ ହେବେ।

କର୍କଟ:  ମନ ଚାହୁଁଥିବା ପ୍ରକାରେ କାମ କରିବା କଷ୍ଟକର ହୋଇପାରେ। ବକେୟା ଟଙ୍କା ପାଇବା ସକାଶେ ଯୁକ୍ତିତର୍କ ହୋଇପାରେ, ଶାରୀରିକ ଓ ମାନସିକ ଶାନ୍ତି ମିଳିବ । ଶିଳ୍ପ, ବାଣିଜ୍ୟ, ପରିବହନ କ୍ଷେତ୍ରରେ ଲାଭବାନ ହେବେ  ।

ସିଂହ:  ନିଜର କାର୍ଯ୍ୟଦକ୍ଷତା ଓ ଦୃଢ ମନୋବଳ  ପ୍ରତ୍ୟେକ କାର୍ଯ୍ୟରେ ସଫଳତା ମିଳିବ । ଗବେଷଣା, ଅଧ୍ୟୟନ ଓ ଅଧ୍ୟାପନା, ପ୍ରତିଯୋଗିତା କ୍ଷେତ୍ରରେ ଉନ୍ନତି କରିବେ । ପରିବହନ, ନିର୍ମାଣ,  ବାଣିଜ୍ୟ ବ୍ୟବସାୟ ସକାଶେ କୌଣସି ପ୍ରତିବନ୍ଧକ ରହିବ ନାହିଁ  ।

କନ୍ୟା:  ବନ୍ଧୁମାନଙ୍କ ସାହାଯ୍ୟ ସହଯୋଗ ମାଧ୍ୟମରେ କାର୍ଯ୍ୟ ହାସଲ କରିବେ। ଆର୍ଥିକ ସ୍ଥିତିରେ ସୁଧାର ଆସିବ, ବିରୋଧୀମାନେ ପରାଜୟ ହେବେ। ଶାରୀରିକ ଓ ମାନସିକ ଶାନ୍ତି ମିଳିବ, ମହିଳାମାନେ ପ୍ରଶଂସନୀୟା ହେବେ  ।

ତୁଳା:  ନିଜ ଲୋକମାନେ ଶତ୍ରୁତା କଲେ ମଧ୍ୟ କୈାଣସି କାମ ଅଟକି ରହିବ ନାହିଁ । କର୍ମକ୍ଷେତ୍ରରେ ସମସ୍ୟାର ସମାଧାନ ହେବ । ଶିଳ୍ପ ଓ ବ୍ୟବସାୟରେ ଲାଭବାନ୍ ହେବେ, ଅସମ୍ପୂର୍ଣ୍ଣ କାମକୁ ବୁଦ୍ଧି ବଳରେ ସମ୍ପୂର୍ଣ୍ଣ କରିବେ । ବନ୍ଧୁଙ୍କ ସହ ଭୁଲ୍ ବୁଝାମଣାଜନିତ ଅଶାନ୍ତ ପରିବେଶ ସକାଶେ ଚିନ୍ତା ବଢିପାରେ ।

ବିଛା: ସ୍ୱାସ୍ଥ୍ୟଗତ ସମସ୍ୟାକୁ ନେଇ ଚିନ୍ତିତ ରହିବେ। ବ୍ୟବସାୟ, ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ବାଦବିବାଦ ଦେଖାଦେବ। ଦୀର୍ଘ ଦିନରୁ ରହି ଆସିଥିବା ଋଣ ପରିଶୋଧ କରିବା ସକାଶେ ଚିନ୍ତିତ ରହିପାରନ୍ତି।

ଧନୁ: ପାରିବାରିକ କ୍ଷେତ୍ରରେ ଅଶାନ୍ତ ପରିସ୍ଥିତି ସୃଷ୍ଟି ହୋଇପାରେ। ଆଶା କରୁଥିବା ଦିଗରୁ ଅପରାହ୍ନରେ କୌଣସି ଶୁଭ ଖବର ଶୁଣିପାରନ୍ତି। କୋର୍ଟ କଚେରୀ ମାମଲାରେ ବିଜୟ ଲାଭ କରିବେ, ବିଦ୍ୟାର୍ଥୀମାନେ ବିଦ୍ୟାରେ କୃତିତ୍ୱ ଅର୍ଜନ କରିବେ।

ମକର: ପ୍ରତିକୂଳ ପରିସ୍ଥିତିକୁ ଦୂରେଇବାରେ ସମର୍ଥ ହେବେ।  ଜମିଜମା, ବିବାଦୀୟ କ୍ଷେତ୍ରରେ ସଫଳତା ପାଇବେ। ବ୍ୟବସାୟ, ବାଣିଜ୍ୟ ଓ ପ୍ରଶାସନିକ ସ୍ତରରେ ଉନ୍ନତି ଘଟିବ । ନିର୍ମାଣାଧୀନ କାମକୁ ଆଗେଇ ନେବେ  ।

କୁମ୍ଭ: ଆପଣାଙ୍କୁ ପ୍ରତ୍ୟେକ ଦିଗରୁ ସଫଳତା ମିଳିବ, ଆର୍ଥିକ ସ୍ଥିତି ପୂର୍ବ ପରି ସୁଦୃଢ ରହିବ । ବ୍ୟବସାୟ ତଥା ପରିବହନ ସକାଶେ ଦିନଟି ଶୁଭପ୍ରଦ ହେବ। ଆନୁଷ୍ଠାନିକ କାମ, ସଭାସମିତି, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରେ ପ୍ରଶଂସିତ ହେବେ ।

ମୀନ: ଦୀର୍ଘ ଦିନରୁ ଚିନ୍ତା କରିଥିବା ନୂତନ ଯୋଜନା କାର୍ଯ୍ୟକାରୀ କରିବେ । ଦାମ୍ପତ୍ୟ ଜୀବନରେ ମନାନ୍ତର ହୋଇପାରେ । ଯେତେ ଭଲ କାମ କଲେ ମଧ୍ୟ ପରିବାରରେ ଅନ୍ୟମାନେ ଦୋଷ ଖୋଜିବେ । ପିଲାମାନଙ୍କୁ  କେନ୍ଦ୍ରକରି ହଠାତ୍ କୌଣସି ଘଟଣା ମନକୁ ବିବ୍ରତ କରିପାରେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story