୯ ଡିସେମ୍ବର, ସୋମବାର: ମନ ବିଚଳିତ ରହିବ

ମେଷ: ପରିବାରରେ ହସଖୁସିର ବାତାବରଣ ରହିବ। କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ବୃଷ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ମନ ବିଚଳିତ ରହିବ। ଖର୍ଚ୍ଚ ବଢ଼ିବ। ମିଥୁନ: କୌଣସି ନୂଆ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଜୀବନସାଥୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। କର୍କଟ: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ମାନ-ସମ୍ମାନ ମିଳିବ। ଘରକୁ ଅତିଥି ଆସିପାରନ୍ତି। ସିଂହ: ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ଶରୀର […]

rashi

rashi

Jitendra Garnayak
  • Published: Monday, 09 December 2019
  • Updated: 09 December 2019, 07:31 AM IST

Sports

Latest News

ମେଷ: ପରିବାରରେ ହସଖୁସିର ବାତାବରଣ ରହିବ। କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

ବୃଷ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ମନ ବିଚଳିତ ରହିବ। ଖର୍ଚ୍ଚ ବଢ଼ିବ।

ମିଥୁନ: କୌଣସି ନୂଆ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଜୀବନସାଥୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

କର୍କଟ: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ମାନ-ସମ୍ମାନ ମିଳିବ। ଘରକୁ ଅତିଥି ଆସିପାରନ୍ତି।

ସିଂହ: ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ଶରୀର ସୁସ୍ଥ ରହିବ। କାହାକୁ କଟୁ କଥା କୁହନ୍ତୁ ନାହିଁ।

କନ୍ୟା: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଦିନଟି ଭଲରେ କଟିବ। ମଧ୍ୟାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି।

ତୁଳା: ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଆର୍ଥିକ ସ୍ଥିତି ଭଲ ରହିବ।

ବିଚ୍ଛା: ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହୋଇପାରେ।

ଧନୁ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ବିଦେଶରୁ ଖୁସି ଖବର ଶୁଣିପାରେ।

ମକର: ଗୁରୁଜନଙ୍କ ଆଶୀର୍ବାଦ ମିଳିବ। କଳା ଓ ସାହିତ୍ୟକ୍ଷେତ୍ରରେ ରୁଚି ବଢ଼ିବ। ଆତ୍ମବିଶ୍ୱାସ ବଢ଼ିବ।

କୁମ୍ଭ: ତରବରିଆ ଭାବେ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ଘରକୁ କୌଣସି ଦାମୀ ଜିନିଷ ଆଣି ପାରନ୍ତି। ଅପରାହ୍ଣ ପରେ ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

ମୀନ: ଦୁର୍ଘଟଣା ଯୋଗ ରହିଛି। ତେଣୁ ରାସ୍ତାରେ ଯା’ଆସ ବେଳେ ସତର୍କ ରୁହନ୍ତୁ। ଦୂରସ୍ଥାନକୁ ଯାତ୍ରା ନ କଲେ ଭଲ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story