୯ ଫେବ୍ରୁଆରୀ, ଗୁରୁବାର: ପାଖ ଲୋକ ଆକ୍ଷେପ କରିବେ

କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି । ଆତ୍ମୀୟମାନେ ସମାଲୋଚନା କରିପାରନ୍ତି ।

Rashi PhotoOR

Representational Image

Niharika Rout
  • Published: Thursday, 09 February 2023
  • Updated: 09 February 2023, 07:36 AM IST

Sports

Latest News

ମେଷ : ସାଧାରଣ କଥାକୁ କେନ୍ଦ୍ରକରି ପରିବାରରେ ମନାନ୍ତର ମତାନ୍ତର ଦେଖାଦେଇପାରେ । ସାମାଜିକ ସ୍ତରରେ ନିଜ ଲୋକଙ୍କୁ ମନେଇ କାର୍ଯ୍ୟସାଧନ କରିବେ। ବଜାର ସଉଦା କିଣିବା ସମୟରେ ଠକାମିରେ ପଡିପାରନ୍ତି, କାରଣ ନ ଥାଇ ମଧ୍ୟ ଦୋଷୀ ସାବ୍ୟସ୍ତ ହେବେ।

ବୃଷ : ପରିବାରରେ ସମସ୍ୟା ବଢ଼ିପାରେ । ବିଭିନ୍ନ ପ୍ରକାର ବାଧାବିଘ୍ନ ଓ ସମସ୍ୟା ଲାଗି ରହୁଥିବାରୁ ପ୍ରତ୍ୟେକ କ୍ଷେତ୍ରରେ ନକରାତ୍ମକ ଚିନ୍ତାଧାରା ମନକୁ ଆସିବ । ବ୍ୟବସାୟ, ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ ।

ମିଥୁନ : କର୍ମକ୍ଷେତ୍ରରେ ନିଜର ପ୍ରାଧାନ୍ୟକୁ ଜାହିର କରିବାକୁ ଯାଇ ଅପଦସ୍ଥ ହୋଇପାରନ୍ତି। ସତ୍ସଙ୍ଗ ପ୍ରତି ମନ ବଳିବ ଏବଂ ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ପାଇବେ । ପରିବହନ, ପ୍ରଶାସନ ସ୍ତରରେ କାର୍ଯ୍ୟ ସାଧନ କିମ୍ବା ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ।

କର୍କଟ : କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି । ଆତ୍ମୀୟମାନେ ସମାଲୋଚନା କରିପାରନ୍ତି । ବହୁ ଦିନରୁ ଆଶା କରିଥିବା କାମଟିରେ ସୁଯୋଗ ପାଇଲେ ମଧ୍ୟ ସଦ୍ ବ୍ୟବହାର କରିବା କଷ୍ଟକର ହେବ ।

ସିଂହ : ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ତ୍ୱରାନ୍ୱିତ କରି ଶେଷ ପର୍ଯ୍ୟାୟରେ ପହ଼଼ଞ୍ଚାଇବେ। ଭାଇ ଭାଇ ମଧ୍ୟରେ ମତଭେଦ ଦେଖାଦେଇପାରେ । ଆର୍ଥିକ କ୍ଷେତ୍ରରେ ସଫଳତା ନିଶ୍ଚିତ ମିଳିବ । ଘରୋଇ କଥାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କଲେ ଭଲ ହେବ ।

କନ୍ୟା : ଶାରୀରିକ ପୀଡ଼ା ଅନୁଭବ କରିବେ। ଅନାବଶ୍ୟକ ଖର୍ଚ୍ଚ କରିବାକୁ ବାଧ୍ୟ ହେବେ। ଫେରିବା ବାଟରୁ କିଛି ନୂଆ ଜିନିଷ ଘରକୁ ଆଣିପାରନ୍ତି । ସଂଗଠନ, ରାଜନୀତି, କଳା, ସାହିତ୍ୟ କ୍ଷେତ୍ରରେ ଶୁଭଫଳ ପାଇବେ।

ତୁଳା : ଆକସ୍ମିକ ଭାବରେ ବନ୍ଧୁମାନଙ୍କ ସହ ଦୁର ସ୍ଥାନକୁ ଯାଇପାରନ୍ତି । ବାଣିଜ୍ୟରେ ଆଶାନୁରୂପ ଲାଭବାନ ହେବେ । ପାଖ ପଡୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ।ପାରସ୍ପରିକ ଉତ୍ତମ ବୁଝାମଣା କାରଣରୁ ପାରିବାରିକ ପରିସ୍ଥିତି ଠିକ୍ ରହିବ ।

ବିଛା : ପିଲାମାନଙ୍କ କାର୍ଯ୍ୟ ଦୁଶ୍ଚିନ୍ତାର କାରଣ ହୋଇପାରେ । ପରିସ୍ଥିତି ଚାପରେ ପଡ଼ି ଭଲ ବନ୍ଧୁ ଦୂରେଇଯିବ । ମନରେ ଅସ୍ଥିରତା ସୃଷ୍ଟି ହେବ । ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ, ଜମିବାଡ଼ି ସମ୍ପର୍କିତ ସମସ୍ୟାର ସମାଧାନ କରିବେ ।

ଧନୁ : ପାରିବାରିକ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ପାଇଁ ଦିନଟି ବହୁତ ଭଲ ରହିବ । ହଠାତ୍ ହଜି ଯାଇଥିବା ବ୍ୟକ୍ତି, ଚୋରି ହୋଇଥିବା ଜିନିଷର ଖୋଜ ଖବର ପାଇପାରନ୍ତି ।

ମକର : ନିଜ ପାଖ ଲୋକ ଆକ୍ଷେପ କରିପାରନ୍ତି। ଆକସ୍ମିକ ଭାବରେ ଉଚ୍ଚ ସମ୍ମାନ ଓ ବସ୍ତ୍ର ଆଭୂଷଣ ପ୍ରାପ୍ତି ଯୋଗ ରହିଛି । ଅସାବଧାନତା କାରଣରୁ କୌଣସି ଜିନିଷ ହଜିଯିବାର ସମ୍ଭାବନା ରହିଛି।

କୁମ୍ଭ : ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ହୋଇପାରନ୍ତି, ଅଟକି ରହିଯାଇଥିବା କାମଟିକୁ ପୂର୍ଣ୍ଣାଙ୍ଗ ରୂପ ଦେବେ । ପାରିବାରିକ ସମସ୍ୟାର ସମାଧାନ ଘଟିବ। ଜଣେ ବନ୍ଧୁଙ୍କ ସାହାଯ୍ୟ ଅନେକାଂଶରେ ସଫଳତା ଆଣିଦେବ । ଆର୍ଥିକ ଅନଟନ ଜନିତ ମାନସିକ ଦ୍ୱନ୍ଦର ଅବସାନ ଘଟିବ ।

ମୀନ : ଦାମ୍ପତ୍ୟ କଳହର ଅବସାନ ଘଟିବ । ସନ୍ତାନଙ୍କ ଉନ୍ନତିରେ ଖୁସି ହେବେ । ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। କର୍ମ କ୍ଷେତ୍ରରେ ଉନ୍ନତି କରିପାରିବେ, ଆକସ୍ମିକ ଅର୍ଥ ଲାଭ ହେବ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story