୯ ମାର୍ଚ୍ଚ, ଗୁରୁବାର: ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ

ସ୍ୱାସ୍ଥ୍ୟ ଠିକ୍ ରହିବ। ଅପରାହ୍ନରେ କୌଣସି ଶୁଭ ଖବର ଶୁଣିପାରନ୍ତି । ଜମି, ଜାଗା, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ ।

Rashi PhotoOR

Rashi

Niharika Rout
  • Published: Thursday, 09 March 2023
  • Updated: 09 March 2023, 07:38 AM IST

Sports

Latest News

ମେଷ: ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷା ହାସଲ କରିବା ପାଇଁ ପ୍ରୟାସରତ ରହିବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ । କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ, ଗୃହୋପକରଣ କ୍ରୟ କରିବେ ।

ବୃଷ: ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ପାରିବାରିକ ଅଶାନ୍ତି ଅସନ୍ତୋଷ ଦୂର ହୋଇଯିବ। ମାନସିକ ଶାନ୍ତି ଅନୁଭବ କରିବେ । ଛାତ୍ରଛାତ୍ରୀ ମାନେ ପାଠପଢାରେ ମନଯୋଗ ଦେବେ । ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ ।

ମିଥୁନ: ସ୍ୱାସ୍ଥ୍ୟ ଠିକ୍ ରହିବ। ଅପରାହ୍ନରେ କୌଣସି ଶୁଭ ଖବର ଶୁଣିପାରନ୍ତି । ଜମି, ଜାଗା, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ବ୍ୟବସାୟରେ ସଫଳତା ମିଳିବ । ଆଶାନୁରୂପ ଲାଭ ମିଳିବ, ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ ।

କର୍କଟ: ସହକର୍ମୀମାନଙ୍କର ସାହାଯ୍ୟ ସହଯୋଗ ପାଇ ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ସମ୍ପୂର୍ଣ୍ଣ କରିବେ । କର୍ମକ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ବିଶ୍ୱାସ ଭାଜନ ହେବେ । ପିତାମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ପାଇଁ ଖର୍ଚ୍ଚାନ୍ତ ହୋଇପାରନ୍ତି, ଧନହାନୀ ହେବାର ସମ୍ଭାବନା ଅଛି ।

ସିଂହ: ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖାଦେଇପାରେ। କୌଶଳକ୍ରମେ ତାହାକୁ ସମାଧାନ କରିବେ । କ୍ରୀଡା, ପ୍ରତିଦ୍ୱନ୍ଦ୍ୱିତା ଓ ପ୍ରତିଯୋଗିତାରେ ବିଜୟୀ ହେବେ । ବ୍ୟବସାୟ କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଲାଭ ମିଳିବ ।

କନ୍ୟା: ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ଆମୋଦ-ପ୍ରମୋଦରେ ଦିନ କାଟିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । କ୍ରୀଡା, ନୃତ୍ୟ ସଂଗୀତ, କଳା କ୍ଷେତ୍ରରେ ଥିଲେ ସୁନାମ ଅର୍ଜନ କରିବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖମୟ ହେବ ।

ତୁଳା: ଶତ୍ରୁ ନାଶ, ଧନପ୍ରାପ୍ତି, ମିତ୍ର ଲାଭ, ସୁଖ, ସମ୍ପତ୍ତି ଲାଭ ଓ ଉଚ୍ଚ ସମ୍ମାନ ପାଇବେ। ବ୍ୟବସାୟ କ୍ଷେତ୍ରରେ ଲାଭ ହେତୁ ଆନନ୍ଦିତ ହେବେ। ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ।

ବିଚ୍ଛା: ସାମୁହିକ ପ୍ରୟାସ ଓ ସହଯୋଗ ଦ୍ୱାରା ଆଗକୁ ବଢିବା ସମ୍ଭବ ହେବ । ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ୱାସ ଓ ଦୃଢତା ଯୋଗୁ ସମ୍ମାନର ଅଧିକାରୀ ହେବେ । ରାଜନୀତି କ୍ଷେତ୍ରରେ ବାଧା ବନ୍ଧନ ନ ମାନି ଆଗେଇ ଯିବାର ସୁଯୋଗ ପାଇବେ ।

ଧନୁ: ଗଠନମୂଳକ ଯୋଜନା ପ୍ରସ୍ତୁତ କଲେ ଆଗେଇ ଯିବାର ରାସ୍ତା ଖୋଲି ପାରିବେ । ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରିବା ସାଙ୍ଗକୁ ପାରିବାରିକ ଦୁଶ୍ଚିନ୍ତା ଦେଖାଦେବ । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ମକର: ପାରିବାରିକ କ୍ଷେତ୍ରରେ କିଛି ଅସୁବିଧା ଥିଲେ ସମାଧାନ କରିପାରିବେ । ରାଜନୀତି କ୍ଷେତ୍ରରେ ସାମାଜିକ ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ । ବ୍ୟବସାୟରେ ସାହାଯ୍ୟ ସହଯୋଗ ସହ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇପାରେ ।

କୁମ୍ଭ: ନିଜ ସମ୍ପର୍କୀୟଙ୍କଠାରୁ ସାହାଯ୍ୟ ସହଯୋଗ ସହାନୁଭୂତି ମିଳିବ । ବହୁ ଦିନର ସ୍ବପ୍ନ ସାକାର ହେବ। କର୍ମକ୍ଷେତ୍ରରେ ଆତ୍ମନିର୍ଭରଶୀଳ ହେବେ । ବ୍ୟବସାୟରେ ପୂର୍ବ ଅପେକ୍ଷା ଆୟ ବୃଦ୍ଧି ଘଟିବ। ଛାତ୍ରଛାତ୍ରୀମାନେ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ । ଗୃହରେ ମାଙ୍ଗଳିକ କାର୍ଯ୍ୟ ସମ୍ପାଦନ ହେବ ।

ମୀନ: କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇବେ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ୱ ଦେଇ ପ୍ରଶଂସିତ ହେବେ। ଆକସ୍ମିକ ଅର୍ଥଲାଭ ହେବ। ଛାତ୍ରଛାତ୍ରୀ ମାନେ ଉଚ୍ଚ ଶିକ୍ଷା ପାଇଁ ମନ ବଳାଇବେ । ସଭାସମିତି, ସାହିତ୍ୟ ଆଲୋଚନାରେ ସମ୍ମାନିତ ହୋଇପାରନ୍ତି । ରାଜନୀତି କ୍ଷେତ୍ରରେ ମାନ ସମ୍ମାନ ବୃଦ୍ଧି ହେବ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story