୯ ନଭେମ୍ୱର, ଶୁକ୍ରବାର: ବୁଝି ବିଚାରି କାର୍ଯ୍ୟ କରନ୍ତୁ

ମେଷ: ଆଧ୍ୟାତ୍ମିକ ସ୍ଥାନକୁ ବୁଲିବାକୁ ଯାଇ ପାରନ୍ତି। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ବୃଷ: ପରିବାରରେ ହସ ଓ ଖୁସିର ବାତାବରଣ ରହିବ। ବନ୍ଧୁଙ୍କ ସହ ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି। ମିଥୁନ: ଦିନଟି ଭଲରେ କଟିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ମାନ-ସମ୍ମାନ ମିଳିବ। କର୍କଟ:ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଚିନ୍ତିତ ରହିବେ। ଖର୍ଚ୍ଚ ବଢ଼ିବ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ସିଂହ: ପରିବାର ସଦସ୍ୟଙ୍କ […]

Rasi-Fala

Jyoshna Pradhan
  • Published: Friday, 09 November 2018
  • , Updated: 09 November 2018, 07:42 AM IST

ମେଷ: ଆଧ୍ୟାତ୍ମିକ ସ୍ଥାନକୁ ବୁଲିବାକୁ ଯାଇ ପାରନ୍ତି। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ବୃଷ: ପରିବାରରେ ହସ ଓ ଖୁସିର ବାତାବରଣ ରହିବ। ବନ୍ଧୁଙ୍କ ସହ ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି।

ମିଥୁନ: ଦିନଟି ଭଲରେ କଟିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ମାନ-ସମ୍ମାନ ମିଳିବ।

କର୍କଟ:ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଚିନ୍ତିତ ରହିବେ। ଖର୍ଚ୍ଚ ବଢ଼ିବ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।

ସିଂହ: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।

କନ୍ୟା: ବୁଝି ବିଚାରି କାର୍ଯ୍ୟ କରନ୍ତୁ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ।

ତୁଳା: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।

ବିଚ୍ଛା: ଉପହାର ମିଳିବ। ଶୁଭ ଖବର ଶୁଣିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ଧନୁ: ଅଧିକ ପରିଶ୍ରମ କରିପାରନ୍ତି। ଯାନବାହନ ଦୁର୍ଘଟଣାରୁ ଦୂରେଇ ରୁହନ୍ତୁ। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

ମକର:  ଦିନଟି ଭଲରେ କଟିବ। ବ୍ୟବସାୟରେ ଲାଭ ମିଳିବ। ପର୍ଯ୍ୟଟନ ସ୍ଥାନକୁ ବୁଲିବାକୁ ଯାଇ ପାରନ୍ତି।

କୁମ୍ଭ: ପଦୋନ୍ନତିର ଯୋଗ ରହିଛି। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି।

ମୀନ:  ମନ ଅଶାନ୍ତ ରହିବ। ଅଳସୁଆ ଅନୁଭବ କରିବେ। ଖର୍ଚ୍ଚ ବଢ଼ିବ। ଉଚ୍ଚଅଧିକାରୀଙ୍କ ସହ ମତାନ୍ତର ହୋଇପାରେ। ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ।

Related story