୯ ଅକ୍ଟୋବର, ରବିବାର: ଉପରିସ୍ଥ ଅଧିକାରୀମାନଙ୍କ ସହିତ ସୁସମ୍ପର୍କ ରହିବ

ମେଷ: ଶାରୀରିକ ଓ ମାନସିକ ଜୀବନ ସୁଖପ୍ରଦ ହେବ। ମହିଳାମାନେ ଧୈର୍ଯ୍ୟ ଓ ଆତ୍ମବିଶ୍ୱାସ  ରଖି କାର୍ଯ୍ୟ କଲେ ସୁଫଳ ନିଶ୍ଚୟ ପାଇବେ । ଧାର୍ମିକ କାର୍ଯ୍ୟରେ ଯୋଗଦାନ କରିବେ।  ନୂଆ କାର୍ଯ୍ୟର ଶୁଭାରମ୍ଭ କରିବା ପାଇଁ ସମୟ ଅନୁକୂଳ ରହିବ, ପରିଜନମାନଙ୍କ ସହିତ ସମୟ ଆନନ୍ଦପୂର୍ବକ ବିତିବ । ବୃଷ:  କମ୍ ପରିଶ୍ରମରେ ଅଧିକ ଅର୍ଥ ରୋଜଗାର ହେବ, ଆକସ୍ମିକ ଧନଲାଭ ହେବ। କୋର୍ଟ-କଚେରୀର ବିଚାରଧୀନ ମାଲିମୋକଦ୍ଦମାରେ ଜୟଯୁକ୍ତ ହେବେ। ପରିବାରରେ ସୁଖ-ଶାନ୍ତି ବଜାୟ ରହିବ । […]

RASI

RASI

Tapaswini Nayak
  • Published: Sunday, 09 October 2022
  • Updated: 09 October 2022, 07:52 AM IST

Sports

Latest News

ମେଷ: ଶାରୀରିକ ଓ ମାନସିକ ଜୀବନ ସୁଖପ୍ରଦ ହେବ। ମହିଳାମାନେ ଧୈର୍ଯ୍ୟ ଓ ଆତ୍ମବିଶ୍ୱାସ  ରଖି କାର୍ଯ୍ୟ କଲେ ସୁଫଳ ନିଶ୍ଚୟ ପାଇବେ । ଧାର୍ମିକ କାର୍ଯ୍ୟରେ ଯୋଗଦାନ କରିବେ।  ନୂଆ କାର୍ଯ୍ୟର ଶୁଭାରମ୍ଭ କରିବା ପାଇଁ ସମୟ ଅନୁକୂଳ ରହିବ, ପରିଜନମାନଙ୍କ ସହିତ ସମୟ ଆନନ୍ଦପୂର୍ବକ ବିତିବ ।

ବୃଷ:  କମ୍ ପରିଶ୍ରମରେ ଅଧିକ ଅର୍ଥ ରୋଜଗାର ହେବ, ଆକସ୍ମିକ ଧନଲାଭ ହେବ। କୋର୍ଟ-କଚେରୀର ବିଚାରଧୀନ ମାଲିମୋକଦ୍ଦମାରେ ଜୟଯୁକ୍ତ ହେବେ। ପରିବାରରେ ସୁଖ-ଶାନ୍ତି ବଜାୟ ରହିବ ।
ମିଥୁନ: ସନ୍ତାନ ସମ୍ବନ୍ଧୀତ ଶୁଭ ସମାଚାର ପାଇବେ। ପୁରୁଣା ତଥା ପିଲାଦିନର ମିତ୍ରମାନଙ୍କ ସହ ଭେଟରେ ମନ ପ୍ରସନ୍ନ ହେବ, ନୂତନ ବନ୍ଧୁ ସହ ସମ୍ପର୍କ ସ୍ଥାପନ ହେବ । ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ, ବିଦ୍ୟାର୍ଥୀମାନେ ପଢାପଢିରେ କୃତକାର୍ଯ୍ୟ ହେବେ ।
କର୍କଟ: ବ୍ୟବସାୟ କ୍ଷେତ୍ରରେ ପୂର୍ବ ଅପେକ୍ଷା ଆୟ ବୃଦ୍ଧି ଘଟିବ, ବଡ଼ମାନଙ୍କର ଆଶୀର୍ବାଦ ଲାଭ ହେବ। ମଧ୍ୟାହ୍ନ ପରେ ମିତ୍ରମାନଙ୍କ ସହିତ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି । ଧାର୍ମିକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ପଡ଼ିପାରେ, ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ସିଂହ:  ଉପରିସ୍ଥ ଅଧିକାରୀମାନଙ୍କ ସହିତ ସୁସମ୍ପର୍କ ରହିବ, ଆର୍ଥିକ ଦୃଷ୍ଟିରୁ ଲାଭବାନ ହେବେ । ମଧ୍ୟାହ୍ନ ପରେ ବ୍ୟବସାୟିକ କ୍ଷେତ୍ରରେ ଆପଣଙ୍କ ପାଇଁ ପରିସ୍ଥିତି ଅନୁକୂଳ ରହିବ । କ୍ରୀଡା କ୍ଷେତ୍ରରେ କୃତକାର୍ଯ୍ୟ ହେବେ, ମହିଳାମାନଙ୍କ ପାଇଁ ଦିନଟି ଅନୁକୂଳ ରହିବ ।

କନ୍ୟା: କ୍ରୋଧ ଏବଂ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ, ସ୍ୱାସ୍ଥ୍ୟଗତ ସମସ୍ୟାକୁ ନେଇ ଚିକିତ୍ସକଙ୍କ ପରାମର୍ଶ ନେବାକୁ ପଡ଼ିପାରେ। ପାରିବାରିକ ସମସ୍ୟା ଦୂର କରିବାକୁ ଅଗ୍ରସର ହେଲେ ସେଥିରେ ସଫଳ ହେବେ। ପିତାମାତାଙ୍କ ଆର୍ଶୀବାଦ ଆପଣଙ୍କୁ ଅନେକାଂଶରେ ବିଜୟୀ କରାଇବ ।

ତୁଳା:  ପ୍ରତ୍ୟେକ କାର୍ଯ୍ୟରେ ବାଧାବିଘ୍ନ ସୃଷ୍ଟି ସହ ଆକସ୍ମିକ ଖର୍ଚ୍ଚ ହୋଇପାରେ । ପାରିବାରିକ ସମସ୍ୟା ମନକୁ ଭାରାକ୍ରାନ୍ତ କରାଇବ । ମହିଳାମାନେ ଚତୁରତାର ସହ କାର୍ଯ୍ୟ କରି ପ୍ରଶଂସାର ପାତ୍ର ହେବେ । ଅପରାହ୍ନରେ ଆପଣଙ୍କୁ ପ୍ରତିକୂଳ ପରିସ୍ଥିତିର ସାମନା କରିବାକୁ ପଡ଼ିପାରେ ।

ବିଚ୍ଛା:  ଆତ୍ମବିଶ୍ୱାସ ସହିତ ପ୍ରତ୍ୟେକ କାର୍ଯ୍ୟକୁ ଆପଣ ସଫଳତାରେ ଆଗେଇ ନେବେ। ଗୃହସ୍ଥ ଜୀବନରେ ସୁଖ ଏବଂ ଶାନ୍ତି ରହିବ, ସ୍ୱାସ୍ଥ୍ୟ ଭଲ ରହିବ।  ସ୍ୱଭାବରେ ଉଗ୍ରତା ରହିବ ସେଥିପାଇଁ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ । ମିତ୍ର ଏବଂ ପରିଜନମାନଙ୍କ ସହିତ ଦୂର ଯାତ୍ରାର ଯୋଗ ରହିଛି।

ଧନୁ:  ମାନସିକ ଶାନ୍ତି ସହ ବକେୟା ପ୍ରାପ୍ୟ ମିଳିବ। ବିଦ୍ୟାର୍ଥୀଗଣ ଆଜି ବିଦ୍ୟାଭ୍ୟାସ ଏବଂ କ୍ୟାରିୟର ସମ୍ବନ୍ଧିତ ବିଷୟଗୁଡ଼ିକରେ ସଫଳତା ପ୍ରାପ୍ତି ହେବେ। ଘରର ବାତାବରଣରେ ସୁଖ-ଶାନ୍ତି ରହିବ, ବ୍ୟବସାୟରେ ସଫଳତା ମିଳିବ ।

ମକର: ପାରିବାରିକ ଜୀବନରେ  ସାମାନ୍ୟ କଥାକୁ ନେଇ ମତାନ୍ତର ଦେଖାଦେଇପାରେ । ନିରର୍ଥକ ବାଦ-ବିବାଦ କରନ୍ତୁ ନାହିଁ, ଧନ ଏବଂ ପ୍ରତିଷ୍ଠାରେ ହାନି ହେବାର ଆଶଙ୍କା ଅଛି। ମଧ୍ୟାହ୍ନ ପରେ ଆପଣଙ୍କ ସ୍ୱଭାବରେ ଭାବୁକତା ବଢ଼ିପାରେ, ନିଜ କାର୍ଯ୍ୟଧାରାକୁ ଅଧିକ କ୍ରିୟାଶୀଳ କରିବାକୁ ଅଗ୍ରସର ହେବେ।

କୁମ୍ଭ :  ଆବଶ୍ୟକ ନିର୍ଣ୍ଣୟ ନେବା ପାଇଁ ବୈଚାରିକ ଦୃଢତାକୁ ସର୍ବପ୍ରଥମ ସ୍ଥାନ ଦେବେ । ମିତ୍ରମାନଙ୍କ ସହିତ  ସାକ୍ଷାତ ହେବ । ଯାହାଦ୍ୱାରା ମନ ଆନନ୍ଦ ରହିବ । ଛୋଟ ଯାତ୍ରାର ଆୟୋଜନ ହୋଇପାରେ, ଭାଇମାନଙ୍କ ସହିତ ସୁସମ୍ପର୍କ ରହିବ ।

ମୀନ: କ୍ରୋଧ ଏବଂ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ, ନକାରାତ୍ମକ ବିଚାର ମନରେ ଆସିବାକୁ ଦିଅନ୍ତୁ ନାହିଁ। ଖାଇବା ପିଇବାରେ ମଧ୍ୟ ନିୟନ୍ତ୍ରଣ ରଖିବେ, ଦୂରସ୍ଥାନକୁ ଯାତ୍ରା କରିପାରନ୍ତି । ମଧ୍ୟାହ୍ନ ପରେ ସମସ୍ତ କାର୍ଯ୍ୟରେ ସଫଳତା ହାସଲ କରିବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story