୯ ଅକ୍ଟୋବର, ସୋମବାର; ବହୁ ଦିନର ସ୍ୱପ୍ନ ବାସ୍ତବରେ ପରିଣତ ହେବ

ପ୍ରତ୍ୟେକ କ୍ଷେତ୍ରରେ ବିଜୟୀ ହେବେ। ପ୍ରେମିକପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପୂର୍ବରୁ ଲାଗିରହିଥିବା ପାରିବାରିକ ସମସ୍ୟାର ସମାଧାନ ହୋଇଯିବ ।

rashi

Representational Image

Niharika Rout
  • Published: Monday, 09 October 2023
  • Updated: 09 October 2023, 07:49 AM IST

Sports

Latest News

ମେଷ:  କୋର୍ଟ-କଚେରୀର ବିଚାରାଧୀନ ନ୍ୟାୟ ଆପଣଙ୍କ ସପକ୍ଷରେ ଆସିବ । ସମସ୍ତ ଦିଗରୁ ସଫଳତା ହାସଲ କରିବେ । ପରିବାରରେ ସୁଖ-ଶାନ୍ତି ପୂର୍ବ ପରି ଅତୁଟ ରହିବ। ବ୍ୟବସାୟ ବାଣିଜ୍ୟରେ ଆୟ ବୃଦ୍ଧି ଘଟିବ। ମହିଳାମାନେ ଆଶା କରୁଥିବା ଦିଗରୁ ସଫଳତା ପାଇବେ ।

ବୃଷ:  ସନ୍ତାନ ସମ୍ବନ୍ଧୀତ ଶୁଭ ସମାଚାର ଆପଣଙ୍କୁ ମିଳିବ । ପୁରୁଣା ତଥା ପିଲାଦିନର ମିତ୍ର ମାନଙ୍କ ସହ ଭେଟ ହୋଇ ମନ ପ୍ରସନ୍ନ ହେବ । ସାହିତ୍ୟ ସଙ୍ଗୀତ ଅଭିନୟ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ମିଳିବ । ବ୍ୟବସାୟରେ ଆର୍ଥିକ ଲାଭ ହେବ ।

ମିଥୁନ: ଆଶା କରୁଥିବା ଦିଗରୁ ଅର୍ଥ ମାନସମ୍ମାନ ଲାଭ କରିବେ । ବ୍ୟବସାୟ ବାଣିଜ୍ୟରେ ଆୟ ବୃଦ୍ଧି ଘଟିବ । ଗୁରୁଜନମାନଙ୍କ ଆର୍ଶିବାଦ ଲାଭ କରିବେ। କୌଣସି ସାମାଜିକ କାର୍ଯ୍ୟରେ ଯୋଗଦେବାକୁ ପଡ଼ିପାରେ। ମାନ ସମ୍ମାନ ପ୍ରତିଷ୍ଠା ମିଳିବ ।

କର୍କଟ: ପ୍ରତ୍ୟେକ କ୍ଷେତ୍ରରେ ବିଜୟୀ ହେବେ। ପ୍ରେମିକପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପୂର୍ବରୁ ଲାଗିରହିଥିବା ପାରିବାରିକ ସମସ୍ୟାର ସମାଧାନ ହୋଇଯିବ । ବ୍ୟବସାୟୀମାନେ ଆଶାନୁରୂପ ଲାଭ ପାଇବେ । ଶତ୍ରୁମାନେ ମିତ୍ର ଭାବ ଆଚରଣ କରିବେ।

ସିଂହ: ପାରିବାରିକ ଓ ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସନ୍ତାନଙ୍କ ଭବିଷ୍ୟତ ନେଇ ଖୁସି ରହିବେ। ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ । ବ୍ୟବସାୟରେ ବାକି ପଡିଥିବା ଅର୍ଥ ହସ୍ତଗତ ହେବ। ଶତ୍ରୁମାନେ ପରାଜିତ ହୋଇ ମିତ୍ରତାର ହାତ ବଢାଇବେ ।

କନ୍ୟା: କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ ।ପରିଶ୍ରମ ଅନୁଯାୟୀ ଆଶାଜନକ ପାରିଶ୍ରମିକ ମିଳିବ ଗୃହ କିମ୍ବା ଯାନବାହନ କିଣିବାକୁ ଯୋଜନା ପ୍ରସ୍ତୁତ କରିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ ।

ତୁଳା: ପୁରାତନ ରୋଗ ପ୍ରକୋପର ଉପଶମ ହୋଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହେବା ଫଳରେ ବଡ କାମ କରିବାକୁ ଇଚ୍ଛା ଜାଗ୍ରତ ହେବ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ ।

ବିଚ୍ଛା: ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବା ସହ ଦୂରଯାତ୍ରାର ସୁଯୋଗ ପାଇବେ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ ।

ଧନୁ: ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହେବ, ଉଧାର ଦେଇ ଫେରି ପାଇବା ସହଜ ହେବ । ଉଚ୍ଚଶିକ୍ଷା ଲାଭ କରିବାର ସୁଯୋଗ ପାଇବେ ଓ ଛାତ୍ରଛାତ୍ରୀ ମାନଙ୍କର ଆତ୍ମବିଶ୍ଵାସ ବୃଦ୍ଧି ପାଇବ ।

ମକର : ପାରିବାରିକ ଜୀବନ ସୁଖପ୍ରଦ ହେବ । ଭାତ୍ରୁ ସମ୍ପର୍କ ସୁଦୃଢ ହେବ। ବହୁ ଦିନର ସ୍ୱପ୍ନ ବାସ୍ତବରେ ପରିଣତ ହେବ । ମିତ୍ରମାନଙ୍କ ସହିତ ସାକ୍ଷାତ କରିବେ । ଏହି ସାକ୍ଷାତ ଆନନ୍ଦଦାୟୀ ରହିବ । ଦୂର ଯାତ୍ରା କରିବାକୁ ପଡିପାରେ ।ଯାତ୍ରାରେ ସଫଳତା ମିଳିବ ।

କୁମ୍ଭ: କର୍ମକ୍ଷେତ୍ରରେ ମାନ-ସମ୍ମାନ ପ୍ରାପ୍ତ ହେବ । ଧୀରସ୍ଥିର ଭାବେ କାର୍ଯ୍ୟ କରନ୍ତୁ । ନକାରାତ୍ମକ ବିଚାର ମନରେ ଆସିବାକୁ ଦିଅନ୍ତୁ ନାହିଁ। ମହିଳାମାନେ ଆଶା କରୁଥିବା ଦିଗରୁ ସଫଳତା ପାଇବେ । ବିଦ୍ୟାର୍ଥିମାନେ ପଢାପଢିରେ ଏକାଗ୍ରତା ରଖି କୃତକାର୍ଯ୍ୟ ହେବେ ।

ମୀନ: ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ । ଶାରୀରିକ, ମାନସିକ ସ୍ୱାସ୍ଥ୍ୟ ଠିକ୍ ରହିବ । ନୂତନ କାର୍ଯ୍ୟ କରିବା ପାଇଁ ସମୟ ଅନୁକୂଳ ରହିବ। ସୁସ୍ବାଦୁ ଭୋଜନ ମିଳିବ। ପିତାମାତାଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story