୧୪ ଅଗଷ୍ଟ, ବୁଧବାର: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ

ମେଷ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଅସୁସ୍ଥ ଅନୁଭବ କରିବେ। ବୃଷ: ବୁଝି ବିଚାରି ନିଷ୍ପତ୍ତି ନିଅନ୍ତୁ। ବ୍ୟବସାୟରେ ପରିବର୍ତ୍ତନ କରନ୍ତୁ ନାହିଁ। ନୂତନ ପୋଷାକ କିଣିପାରନ୍ତି। ବନ୍ଧୁଙ୍କ ସହ ସମୟ ବିତାଇବେ। ମିଥୁନ: ମିଠା କଥା କହି ଲୋକଙ୍କ ମନ ଜିତିବେ। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଖର୍ଚ୍ଚ ବଢ଼ିବ। କର୍କଟ: ବିବାହ ସ୍ଥିର ହୋଇପାରେ। ଧନପ୍ରାପ୍ତି ଯୋଗ ରହିଛି। ପରିବାରରେ ହସଖୁସିର ପରିବେଶ ରହିବ। ସିଂହ: ଉଚ୍ଚଅଧିକାରୀଙ୍କ ସହଯୋଗ ମିଳିବ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଗୁରୁଜନଙ୍କ […]

astro-ok-new

Biswobandita Swain
  • Published: Wednesday, 14 August 2019
  • , Updated: 14 August 2019, 07:27 AM IST

ମେଷ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଅସୁସ୍ଥ ଅନୁଭବ କରିବେ।

ବୃଷ: ବୁଝି ବିଚାରି ନିଷ୍ପତ୍ତି ନିଅନ୍ତୁ। ବ୍ୟବସାୟରେ ପରିବର୍ତ୍ତନ କରନ୍ତୁ ନାହିଁ। ନୂତନ ପୋଷାକ କିଣିପାରନ୍ତି। ବନ୍ଧୁଙ୍କ ସହ ସମୟ ବିତାଇବେ।

ମିଥୁନ: ମିଠା କଥା କହି ଲୋକଙ୍କ ମନ ଜିତିବେ। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଖର୍ଚ୍ଚ ବଢ଼ିବ।

କର୍କଟ: ବିବାହ ସ୍ଥିର ହୋଇପାରେ। ଧନପ୍ରାପ୍ତି ଯୋଗ ରହିଛି। ପରିବାରରେ ହସଖୁସିର ପରିବେଶ ରହିବ।

ସିଂହ: ଉଚ୍ଚଅଧିକାରୀଙ୍କ ସହଯୋଗ ମିଳିବ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

କନ୍ୟା:  କୌଣସି କଥାକୁ ନେଇ ଚିନ୍ତିତ ରହିବେ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ।

ତୁଳା: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଛାତ୍ରଛାତ୍ରୀଙ୍କମାନେ ପରୀକ୍ଷାରେ ସଫଳତା ପାଇବେ। ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ।

ବିଚ୍ଛା: କୌଣସି ଦର୍ଶନୀୟ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ମାନ-ସମ୍ମାନ ମିଳିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

ଧନୁ: ଦ୍ୱନ୍ଦ୍ୱ ଭିତରେ ରହିବେ। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

ମକର: ଅଳସୁଆ ଅନୁଭବ କରିବେ। ଭାଗ୍ୟ ବୃଦ୍ଧି ହେବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ।

କୁମ୍ଭ: ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଧାର୍ମିକ କାର୍ଯ୍ୟରେ ଅର୍ଥ ଖର୍ଚ୍ଚ ହୋଇପାରେ। ଋଣ ଦିଅନ୍ତୁ ନାହିଁ।

ମୀନ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। ମାଆ ଲକ୍ଷ୍ମୀଙ୍କ ଆଶୀର୍ବାଦ ମିଳିବ। ଶରୀର ଫୂର୍ତ୍ତି ରହିବ।

 

Related story