୧ ଏପ୍ରିଲ, ବୁଧବାର: କୌଣସି କଥାକୁ ନେଇ ଚିନ୍ତିତ ରହିବେ

ମେଷ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ଆର୍ଥିକ ସ୍ଥିତି ଭଲ ରହିବ। ପ୍ରତିଦ୍ୱନ୍ଦୀଙ୍କଠାରୁ  ବିଜୟୀ ହେବେ। ବୃଷ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ମାଆଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ମିଥୁନ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଖାଦ୍ୟପେୟର ଯତ୍ନ ନିଅନ୍ତୁ। ଖର୍ଚ୍ଚ ବଢ଼ିବ। କର୍କଟ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।  ପରିବାରରେ ହସଖୁସିର ବାତାବରଣ ରହିବ। ସିଂହ: ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। ଆଖିରେ ଯନ୍ତ୍ରଣା […]

rasifal0

rasifal0

Tapaswini Nayak
  • Published: Wednesday, 01 April 2020
  • Updated: 01 April 2020, 07:26 AM IST

Sports

Latest News

ମେଷ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ଆର୍ଥିକ ସ୍ଥିତି ଭଲ ରହିବ। ପ୍ରତିଦ୍ୱନ୍ଦୀଙ୍କଠାରୁ  ବିଜୟୀ ହେବେ।

ବୃଷ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ମାଆଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ମିଥୁନ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଖାଦ୍ୟପେୟର ଯତ୍ନ ନିଅନ୍ତୁ। ଖର୍ଚ୍ଚ ବଢ଼ିବ।

କର୍କଟ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।  ପରିବାରରେ ହସଖୁସିର ବାତାବରଣ ରହିବ।

ସିଂହ: ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

କନ୍ୟା: ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଆର୍ଥିକ ସ୍ଥିତି ଭଲ ରହିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇବେ।

ତୁଳା: ମାନ-ସମ୍ମାନ ମିଳିବ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି।

ବିଚ୍ଛା: ଆତ୍ମବିଶ୍ୱାସ ବଢ଼ିବ। ଦା ମ୍ପତ୍ୟ ଜୀବନ ଭଲରେ କଟିବ।  ମାଆ ଲକ୍ଷ୍ମୀଙ୍କ ଆଶୀର୍ବାଦ ମିଳିବ।

ଧନୁ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। କଳା ଓ ସାହିତ୍ୟ କ୍ଷେତ୍ରରେ ରୁଚି ବଢ଼ିବ। ବୌଦ୍ଧିକ ଚର୍ଚ୍ଚାଠାରୁ ଦୂରେଇ ରୁହନ୍ତୁ।

ମକର: ଶରୀର ଫୂର୍ତ୍ତି ରହିବ। ମାନ-ସମ୍ମାନ ମିଳିବ। ଛାତିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

କୁମ୍ଭ: ଶରୀର ଫୂର୍ତ୍ତି ରହିବ। ଜୀବନ ସାଥୀଙ୍କ ସହଯୋଗ ମିଳିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

ମୀନ: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଅଳସୁଆ ଅନୁଭବ କରିପାରନ୍ତି। କାଉଙ୍କୁ ଖାଇବାକୁ ଦିଅନ୍ତୁ।

 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos