୧ ଫେବ୍ରୁଆରୀ, ଶନିବାର: ଅଧିକ ପରିଶ୍ରମ କରିବେ

ମେଷ: ବିଦେଶ ଯାତ୍ରା ପାଇଁ ଯୋଜନା କରିପାରନ୍ତି। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି। ବୃଷ:  କୌଣିସି ଗୁରୁତ୍ୱପୂର୍ଣ୍ଣ ବିଷୟକୁ ନେଇ ଚର୍ଚ୍ଚା କରିପାରନ୍ତି। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଅଧିକ ପରିଶ୍ରମ କରିବେ। ମିଥୁନ: ବ୍ୟବସାୟରେ ଲାଭ ମିଳିବ। ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି। ଘର ପାଇଁ ଜିନିଷ କିଣି ପାରନ୍ତି। କର୍କଟ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଆଧ୍ୟାତ୍ମିକ ସ୍ଥାନକୁ ଯାଇ ପାରନ୍ତି। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ସିଂହ: ବୁଝି ବିଚାରି ନିଷ୍ପତ୍ତି […]

astro-1-2

astro-1-2

Jyoshna Pradhan
  • Published: Saturday, 01 February 2020
  • Updated: 01 February 2020, 07:16 AM IST

Sports

Latest News

ମେଷ: ବିଦେଶ ଯାତ୍ରା ପାଇଁ ଯୋଜନା କରିପାରନ୍ତି। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି।

ବୃଷ:  କୌଣିସି ଗୁରୁତ୍ୱପୂର୍ଣ୍ଣ ବିଷୟକୁ ନେଇ ଚର୍ଚ୍ଚା କରିପାରନ୍ତି। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଅଧିକ ପରିଶ୍ରମ କରିବେ।

ମିଥୁନ: ବ୍ୟବସାୟରେ ଲାଭ ମିଳିବ। ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି। ଘର ପାଇଁ ଜିନିଷ କିଣି ପାରନ୍ତି।

କର୍କଟ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଆଧ୍ୟାତ୍ମିକ ସ୍ଥାନକୁ ଯାଇ ପାରନ୍ତି। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ।

ସିଂହ: ବୁଝି ବିଚାରି ନିଷ୍ପତ୍ତି ନିଅନ୍ତୁ। ଜୀବନସାଥୀଙ୍କ ସହ ଝଗଡ଼ା ହୋଇପାରେ। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିବେ।

କନ୍ୟା:  ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଅସୁସ୍ଥ ଅନୁଭବ କରିପାରନ୍ତି। ଖାଦ୍ୟପେୟ ଉପରେ ଧ୍ୟାନ ରଖନ୍ତୁ।

ତୁଳା: ଭାଗ୍ୟ ବୃଦ୍ଧି ହେବ। ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ସମସ୍ତ କାର୍ଯ୍ୟରେ ସଫଳତା ମିଳିବ।

ବିଛା: ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହୋଇପାରନ୍ତି। ମନ ବିଚଳିତ ରହିବ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

ଧନୁ: ବନ୍ଧୁଙ୍କ ସହ କୌଣସି କଥାକୁ ନେଇ ମତାନ୍ତର ହୋଇପାରେ। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।

ମକର: ଖର୍ଚ୍ଚ ବଢ଼ିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ବନ୍ଧୁଙ୍କ ସହ ସାକ୍ଷାତ କରିପାରନ୍ତି। ପରିବାରରେ ହସ ଖୁସିର ବତାବରଣ ରହିବ।

କୁମ୍ଭ: ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଦାମ୍ପତ୍ୟ ଜୀବନ ଭଲ ରହିବ।

ମୀନ: ଧାର୍ମିକ କାର୍ଯ୍ୟରେ ଖର୍ଚ୍ଚ ବଢ଼ିବ। ଯାନବାହନ ଦୁର୍ଘଟଣାର ଯୋଗ ରହିଛି। ସତର୍କ ରୁହନ୍ତୁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story