୧ ଜୁଲାଇ, ସୋମବାର: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ

ମେଷ: ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ବୃଷ: ଆର୍ଥିକ ସ୍ଥିତି ଭଲ ରହିବ। ମନ ଖୁସି ରହିବ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ କରିପାରନ୍ତି। ମିଥୁନ: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ନୂତନ ପୋଷାକ କିଣି ପାରନ୍ତି। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। କର୍କଟ: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଖର୍ଚ୍ଚ ବଢ଼ିବ। ସିଂହ: ମାନ-ସମ୍ମାନ ମିଳିବ। ଧନପ୍ରାପ୍ତି ଯୋଗ ରହିଛି। ବାଦ-ବିବାଦ ଠାରୁ […]

astro

Jyoshna Pradhan
  • Published: Monday, 01 July 2019
  • , Updated: 01 July 2019, 07:21 AM IST

ମେଷ: ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

ବୃଷ: ଆର୍ଥିକ ସ୍ଥିତି ଭଲ ରହିବ। ମନ ଖୁସି ରହିବ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ କରିପାରନ୍ତି।

ମିଥୁନ: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ନୂତନ ପୋଷାକ କିଣି ପାରନ୍ତି। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।

କର୍କଟ: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଖର୍ଚ୍ଚ ବଢ଼ିବ।

ସିଂହ: ମାନ-ସମ୍ମାନ ମିଳିବ। ଧନପ୍ରାପ୍ତି ଯୋଗ ରହିଛି। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।

କନ୍ୟା: ଶରୀର ଫୂର୍ତ୍ତି ରହିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ଅଳସୁଆ ଅନୁଭବ କରିପାରନ୍ତି।

ତୁଳା: ଧନପ୍ରାପ୍ତି ଯୋଗ ରହିଛି। ଗରିବ ଲୋକଙ୍କୁ ଖାଦ୍ୟ ଦାନ କରନ୍ତୁ଼। ନୂତନ ପୋଷାକ କିଣିପାରନ୍ତି। ଘରକୁ ଅତିଥି ଆସିପାରନ୍ତି।

ବିଚ୍ଛା: ଛାତ୍ରଛାତ୍ରୀମାନେ ପାଠପଢ଼ା ପ୍ରତି ଧ୍ୟାନ ଦେବେ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ପିତାଙ୍କ ସହଯୋଗ ମିଳିବ।

ଧନୁ: ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଅପରାହ୍ଣ ପରେ ଶୁଭଫଳ ଶୁଣି ପାରନ୍ତି।

ମକର: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଆୟଠାରୁ ବ୍ୟୟ ଅଧିକ ହେବ।

କୁମ୍ଭ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ବିବାହ ସ୍ଥିର ହୋଇପାରେ। ଅପରାହ୍ଣ ପରେ ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

ମୀନ: ଦିନଟି ଭଲରେ କଟିବ। ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ଜୀବନସାଥୀଙ୍କ ସହ ଖୁସିରେ ଦିନଟି କଟିବ।

Related story