୧ ନଭେମ୍ୱର,ଶୁକ୍ରବାର: ବ୍ୟସ୍ତତା ଭିତରେ ଦିନଟି କଟିବ

ମେଷ: ଅଧିକ ପରିଶ୍ରମ କରିବେ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। ନୂତନ କାର୍ଯ୍ୟ କରିବା ପାଇଁ ଯୋଜନା କରିପାରନ୍ତି। ବୃଷ:  ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ମନ ଖୁସି ରହିବ। ମିଥୁନ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଖର୍ଚ୍ଚ ବଢ଼ିବ। କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। କର୍କଟ: ଦିନଟି ଭଲରେ କଟିବ। ନୂତନ ପୋଷାକ କିଣିପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ସିଂହ: ମାନ-ସମ୍ମାନ ମିଳିବ। ସୁସ୍ଥ ରହିବେ। ପରିବାରରେ ହସଖୁସିର ପରିବେଶ ରହିବ। କନ୍ୟା: ବାଦ-ବିବାଦ ଠାରୁ […]

astro-ok-new-4

astro-ok-new-4

Jyoshna Pradhan
  • Published: Friday, 01 November 2019
  • Updated: 01 November 2019, 07:20 AM IST

Sports

Latest News

ମେଷ: ଅଧିକ ପରିଶ୍ରମ କରିବେ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। ନୂତନ କାର୍ଯ୍ୟ କରିବା ପାଇଁ ଯୋଜନା କରିପାରନ୍ତି।

ବୃଷ:  ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ମନ ଖୁସି ରହିବ।

ମିଥୁନ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଖର୍ଚ୍ଚ ବଢ଼ିବ। କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ।

କର୍କଟ: ଦିନଟି ଭଲରେ କଟିବ। ନୂତନ ପୋଷାକ କିଣିପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

ସିଂହ: ମାନ-ସମ୍ମାନ ମିଳିବ। ସୁସ୍ଥ ରହିବେ। ପରିବାରରେ ହସଖୁସିର ପରିବେଶ ରହିବ।

କନ୍ୟା: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

ତୁଳା: ଆତ୍ମବିଶ୍ୱାସ ବଢ଼ିବ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇ‍ବେ। ଛାତିରେ ଯନ୍ତ୍ରଣା ଅନୁଭବ କରିବେ।

ବିଚ୍ଛା: ନୂତନ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ଧନୁ: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ଅପରାହ୍ଣ ପରେ ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି।

ମକର: ପ୍ରତ୍ୟେକ କାର୍ଯ୍ୟରେ ସଫଳତା ମିଳିବ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ। ଦୁର୍ଘଟଣା ଯୋଗ ରହିଛି, ତେଣୁ ସତର୍କ ରୁହନ୍ତୁ।

କୁମ୍ଭ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇ ପାରନ୍ତି। ଆର୍ଥିକ ସ୍ଥିତି ଭଲ ରହିବ।

ମୀନ:  ଶୁଭ ଖବର ଶୁଣି ପାରନ୍ତି। ଧନପ୍ରାପ୍ତିର ଯୋଗ ରହିଛି। ବ୍ୟସ୍ତତା ଭିତରେ ଦିନଟି କଟିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story