୧ ସେପ୍ଟେମ୍ୱର, ରବିବାର: ଶତ୍ରୁଙ୍କ ଠାରୁ ଦୂରେଇ ରୁହନ୍ତୁ

ମେଷ: ପରିବାରରେ ହସଖୁସିର ପରିବେଶ ରହିବ।ମାନ-ସମ୍ମାନ ମିଳିବ। ଧନପ୍ରାପ୍ତି ଯୋଗ ରହିଛି। ବୃଷ: ଦିନଟି ଭଲରେ କଟିବ। ଶରୀର ସୁସ୍ଥ ରହିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ମିଥୁନ:ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଖର୍ଚ୍ଚ ବଢ଼ିବ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। କର୍କଟ: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ତରବରିଆ ହୋଇ ନିଷ୍ପତ୍ତି ନିଅନ୍ତୁ ନାହିଁ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ସିଂହ: ବନ୍ଧୁଙ୍କ ସହ ପର୍ଯ୍ୟଟନ ସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି। ପଦୋନ୍ନତିର ଯୋଗ ରହିଛି। ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। […]

astro-ok-new

astro-ok-new

Jyoshna Pradhan
  • Published: Sunday, 01 September 2019
  • Updated: 01 September 2019, 07:20 AM IST

Sports

Latest News

ମେଷ: ପରିବାରରେ ହସଖୁସିର ପରିବେଶ ରହିବ।ମାନ-ସମ୍ମାନ ମିଳିବ। ଧନପ୍ରାପ୍ତି ଯୋଗ ରହିଛି।

ବୃଷ: ଦିନଟି ଭଲରେ କଟିବ। ଶରୀର ସୁସ୍ଥ ରହିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ।

ମିଥୁନ:ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଖର୍ଚ୍ଚ ବଢ଼ିବ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି।

କର୍କଟ: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ତରବରିଆ ହୋଇ ନିଷ୍ପତ୍ତି ନିଅନ୍ତୁ ନାହିଁ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

ସିଂହ: ବନ୍ଧୁଙ୍କ ସହ ପର୍ଯ୍ୟଟନ ସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି। ପଦୋନ୍ନତିର ଯୋଗ ରହିଛି। ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ।

କନ୍ୟା: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଘର ପାଇଁ ଜିନିଷ କିଣି ପାରନ୍ତି। ଶୁଭ ଖବର ଶୁଣି ପାରନ୍ତି।

ତୁଳା: ଆର୍ଥିକ ସ୍ଥିତି ଭଲ ରହିବ। ବୌଦ୍ଧିକ ଚର୍ଚ୍ଚାରେ ଯୋଗ ଦିଅନ୍ତୁ ନାହିଁ। କଳା ଓ ସାହିତ୍ୟ କ୍ଷେତ୍ରରେ ରୁଚି ବଢ଼ିବ।

ବିଚ୍ଛା: ଯାନବାହନ ଦୁର୍ଘଟଣାର ଯୋଗ ରହିଛି। ସତର୍କ ରୁହନ୍ତୁ। ଚିନ୍ତିତ ରହିବେ।

ଧନୁ: ବିବାହ ସ୍ଥିର ହୋଇପାରେ। ବ୍ୟବସାୟରେ ଲାଭ ମିଳିବ। ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି।

ମକର: ଉପହାର ମିଳିବ। ବ୍ୟସ୍ତତା ଭିତରେ ରହିବେ। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଖର୍ଚ୍ଚ ବଢ଼ିବ।

କୁମ୍ଭ: ପିଲାମାନେ ପାଠପଢାରେ ସଫଳତା ପାଇବେ। ନୂତନ ବସ୍ତ୍ର କିଣି ପାରନ୍ତି। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ମୀନ: ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ଶତ୍ରୁଙ୍କ ଠାରୁ ଦୂରେଇ ରୁହନ୍ତୁ। ଅପରାହ୍ନରୁ ଚିନ୍ତିତ ରହିବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos