୧୦ ଅଗଷ୍ଟ, ଶନିବାର: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ

ମେଷ:  କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ମନ ପ୍ରଫୁଲ୍ଲିତ ରହିବ। ବୃଷ:  ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଖର୍ଚ୍ଚ ବଢ଼ିବ। ଆଖିରେ ଯନ୍ତ୍ରଣା ଅନୁଭବ କରିବେ।  ମିଥୁନ: ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଖର୍ଚ୍ଚ ବଢ଼ିବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। କର୍କଟ: ବ୍ୟବସାୟରେ ଲାଭ ମିଳିବ। ପଦୋନ୍ନତିର ଯୋଗ ରହିଛି। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ସିଂହ: ଦିନଟି ଭଲରେ କଟିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। କନ୍ୟା: ଖାଦ୍ୟପେୟର ଯତ୍ନ ନିଅନ୍ତୁ। କଥା […]

astro-ok-new

astro-ok-new

Jyoshna Pradhan
  • Published: Saturday, 10 August 2019
  • Updated: 10 August 2019, 07:13 AM IST

Sports

Latest News

ମେଷ:  କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ମନ ପ୍ରଫୁଲ୍ଲିତ ରହିବ।

ବୃଷ:  ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଖର୍ଚ୍ଚ ବଢ଼ିବ। ଆଖିରେ ଯନ୍ତ୍ରଣା ଅନୁଭବ କରିବେ। 

ମିଥୁନ: ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଖର୍ଚ୍ଚ ବଢ଼ିବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ।

କର୍କଟ: ବ୍ୟବସାୟରେ ଲାଭ ମିଳିବ। ପଦୋନ୍ନତିର ଯୋଗ ରହିଛି। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।

ସିଂହ: ଦିନଟି ଭଲରେ କଟିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି।

କନ୍ୟା: ଖାଦ୍ୟପେୟର ଯତ୍ନ ନିଅନ୍ତୁ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ମାଲିମକଦ୍ଦମାରେ ବିଜୟୀ ହେବେ।

ତୁଳା: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି।

ବିଚ୍ଛା:  କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ଧନପ୍ରାପ୍ତି ଯୋଗ ରହିଛି। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ।

ଧନୁ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। କଳା ଓ ସାହିତ୍ୟ କ୍ଷେତ୍ରରେ ରୁଚି ବଢ଼ିବ। ବୌଦ୍ଧିକ ଚର୍ଚ୍ଚାଠାରୁ ଦୂରେଇ ରୁହନ୍ତୁ।

ମକର: ଶରୀର ଫୂର୍ତ୍ତି ରହିବ। ମାନ-ସମ୍ମାନ ମିଳିବ। ଛାତିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

କୁମ୍ଭ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ଆର୍ଥିକ ସ୍ଥିତି ଭଲ ରହିବ। ମାଆଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ମୀନ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos