ମେଷ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଆଧ୍ୟାତ୍ମିକ ସ୍ଥାନକୁ ଯାଇପାରନ୍ତି। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।
ବୃଷ: ନୂତନ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ।ଦାମ୍ପତ୍ୟ ଜୀବନ ଖୁସିରେ କଟିବ।
ମିଥୁନ: ପରିବାରରେ ହସଖୁସିର ପରିବେଶ ରହିବ। ଧନପ୍ରାପ୍ତି ଯୋଗ ରହିଛି। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ।
କର୍କଟ: କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ଖର୍ଚ୍ଚ ବଢ଼ିବ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ।
ସିଂହ: ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ବନ୍ଧୁଙ୍କ ସହ ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ମାଲିମକଦ୍ଦମାରେ ବିଜୟୀ ହେବେ।
କନ୍ୟା: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ।
ତୁଳା: ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ।
ବିଚ୍ଛା: ଆତ୍ମବିଶ୍ୱାସ ବଢ଼ିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ମନ ଖୁସି ରହିବ।
ଧନୁ: ଦିନଟି ଭଲରେ କଟିବ। ଅପରାହ୍ଣ ପରେ ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। ପୁରୁଣା ବନ୍ଧୁଙ୍କ ସହିତ ସାକ୍ଷାତ ହୋଇପାରେ।
ମକର: ଜୀବନସାଥୀଙ୍କ ସହଯୋଗ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। ବିବାହ ସ୍ଥିର ହୋଇପାରେ।
କୁମ୍ଭ: ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ପଦୋନ୍ନତିର ଯୋଗ ରହିଛି।
ମୀନ: ଚାକିରିକୁ ନେଇ ଚିନ୍ତିତ ରହିପାରନ୍ତି। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଘରକୁ ଅତିଥି ଆସିପାରନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।