୧୦ଜୁଲାଇ, ବୁଧବାର: ଦୂରସ୍ଥାନକୁ ଯାତ୍ରା କରିପାରନ୍ତି

ମେଷ: ଦିନଟି ଭଲରେ କଟିବ। ସାଙ୍ଗମାନଙ୍କ ସହ ବାହାରକୁ ବୁଲିବାକୁ ଯାଇପାରନ୍ତି। ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ବୃଷ: ପରିବାରରେ ହସଖୁସିର ପରିବେଶ ରହିବ। ବିଦେଶରୁ ଖୁସି ଖବର ଶୁଣିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ମିଥୁନ: କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ଭାଗ୍ୟ ବୃଦ୍ଧି ହେବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। କର୍କଟ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଅନ୍ୟର କଥାକୁ ଶୀଘ୍ର ବିଶ୍ୱାସ କରନ୍ତୁ ନାହିଁ। ସିଂହ: ଘରକୁ ଅତିଥି […]

astro-1-1-730x430-1-730x430-1-730x430-1-730x430-1-730x430-6-730x430

Tapaswini Nayak
  • Published: Wednesday, 10 July 2019
  • , Updated: 10 July 2019, 07:23 AM IST

ମେଷ: ଦିନଟି ଭଲରେ କଟିବ। ସାଙ୍ଗମାନଙ୍କ ସହ ବାହାରକୁ ବୁଲିବାକୁ ଯାଇପାରନ୍ତି। ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି।

ବୃଷ: ପରିବାରରେ ହସଖୁସିର ପରିବେଶ ରହିବ। ବିଦେଶରୁ ଖୁସି ଖବର ଶୁଣିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ମିଥୁନ: କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ଭାଗ୍ୟ ବୃଦ୍ଧି ହେବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ।

କର୍କଟ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଅନ୍ୟର କଥାକୁ ଶୀଘ୍ର ବିଶ୍ୱାସ କରନ୍ତୁ ନାହିଁ।

ସିଂହ: ଘରକୁ ଅତିଥି ଆସିପାରନ୍ତି। କୌଣିସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ଅପରାହ୍ଣ ପରେ ଅସୁସ୍ଥ ଅନୁଭବ କରିବେ।

କନ୍ୟା: ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ଅଧିକ ପରିଶ୍ରମ କରିପାରନ୍ତି। ଆୟ ଅପେକ୍ଷା ବ୍ୟୟ ଅଧିକ ହେବ।

ତୁଳା: ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ମନୋବଳ ଦୁର୍ବଳ ରହିବ। ଘରକୁ ଅତିଥି ଆସିପାରନ୍ତି।

ବିଚ୍ଛା: ପ୍ରତିଦ୍ୱନ୍ଦୀଙ୍କଠାରୁ ବିଜୟୀ ହେବେ। ଧନପ୍ରାପ୍ତି ଯୋଗ ରହିଛି। ବ୍ୟସ୍ତତା ଭିତରେ ଦିନଟି କଟିବ।

ଧନୁ: ମନ ପ୍ରସନ୍ନ ରହିବ। ପୁରୁଣା ବନ୍ଧୁଙ୍କ ସହ ଦେଖା ହୋଇପାରେ। ଅପରାହ୍ଣରେ ଶୁଭ ଖବର ଶୁଣି ପାରନ୍ତି।

ମକର: ମାନ-ସମ୍ମାନ ବଢ଼ିବ। ଉପହାର ମିଳିବ। ଈଶ୍ୱରକୁ ଆରାଧନା କରନ୍ତୁ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

କୁମ୍ଭ: ମନ ବିଚଳିତ ରହିବ। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଅଳସୁଆ ଲାଗିବ। କୌଣସି କାର୍ଯ୍ୟ କରିବାକୁ ଇଚ୍ଛା ହେବ ନାହିଁ।

ମୀନ: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।ଯାତ୍ରା କରନ୍ତୁ ନାହିଁ। ଦୁର୍ଘଟଣା ଘଟିପାରେ।

Related story