୧୦ ସେପ୍ଟେମ୍ୱର, ମଙ୍ଗଳବାର: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ

ମେଷ: ଦ୍ୱନ୍ଦ୍ୱ ଭିତରେ ରହିବେ। ଯାତ୍ରା କରନ୍ତୁ ନାହିଁ। ଅଳସୁଆ ଅନୁଭବ କରିବେ। ବୃଷ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ।  ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ମିଥୁନ: ପରିବାର ସଦସ୍ୟଙ୍କ ସହ ବାହାରକୁ ବୁଲିବାକୁ ଯାଇପାରନ୍ତି। ମନ ଖୁସି ରହିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। କର୍କଟ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଆଖିରେ ଯନ୍ତ୍ରଣା ଅନୁଭବ କରିବେ। ଘରେ ହସଖୁସିର ପରିବେଶ ରହିବ। ସିଂହ: ସାହିତ୍ୟ-କଳା କ୍ଷେତ୍ରରେ ରୁଚି ବଢ଼ିବ। ପଦୋନ୍ନତିର ଯୋଗ […]

astro-ok-new

Jyoshna Pradhan
  • Published: Tuesday, 10 September 2019
  • , Updated: 10 September 2019, 07:19 AM IST

ମେଷ: ଦ୍ୱନ୍ଦ୍ୱ ଭିତରେ ରହିବେ। ଯାତ୍ରା କରନ୍ତୁ ନାହିଁ। ଅଳସୁଆ ଅନୁଭବ କରିବେ।

ବୃଷ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ।  ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

ମିଥୁନ: ପରିବାର ସଦସ୍ୟଙ୍କ ସହ ବାହାରକୁ ବୁଲିବାକୁ ଯାଇପାରନ୍ତି। ମନ ଖୁସି ରହିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

କର୍କଟ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଆଖିରେ ଯନ୍ତ୍ରଣା ଅନୁଭବ କରିବେ। ଘରେ ହସଖୁସିର ପରିବେଶ ରହିବ।

ସିଂହ: ସାହିତ୍ୟ-କଳା କ୍ଷେତ୍ରରେ ରୁଚି ବଢ଼ିବ। ପଦୋନ୍ନତିର ଯୋଗ ରହିଛି। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ।

କନ୍ୟା: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଦୁର୍ଘଟଣା ଘଟିପାରେ,ସତର୍କ ରୁହନ୍ତୁ।

ତୁଳା: ଦିନଟି ଭଲରେ କଟିବ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ମଧ୍ୟାହ୍ନ ପରେ ଶରୀର ଫୂର୍ତ୍ତି ରହିବ।

ବିଚ୍ଛା:  ମାନ-ସମ୍ମାନ ମିଳିବ। ଚାକିରି କ୍ଷେତ୍ରରେ ପ୍ରଂଶସିତ ହେବେ। ସ୍ୱାଦିଷ୍ଟ ଖାଦ୍ୟ ଖାଇବେ।

ଧନୁ: ଧନପ୍ରାପ୍ତି ଯୋଗ ରହିଛି। ବିବାହ ସ୍ଥିର ହୋଇପାରେ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ।

ମକର: ଖର୍ଚ୍ଚ ବଢ଼ିବ। ମାଲିମକଦ୍ଦମାରେ ବିଜୟୀ ହେବେ। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ।

କୁମ୍ଭ: ଆତ୍ମବିଶ୍ୱାସ ବଢ଼ିବ। ଛାତ୍ରଛାତ୍ରୀମାନେ ପାଠପଢ଼ାରେ ସଫଳତା ପାଇବେ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

ମୀନ: ବନ୍ଧୁଙ୍କ ସହ ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇ ପାରନ୍ତି। ଜୀବନସାଥୀଙ୍କ ସହଯୋଗ ମିଳିବ। ଶୁଭ ସମାଚାର ଶୁଣି ପାରନ୍ତି।

Related story