୧୧ ଜାନୁଆରୀ, ଶନିବାର: ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ

ମେଷ: ବ୍ୟସ୍ତତା ଭିତରେ ଦିନଟି କଟିବ। ପିଲାଙ୍କ ପାଠପଢ଼ା ନେଇ ଚିନ୍ତିତ ରହିବେ। ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ବୃଷ: ପରିବାରରେ ହସଖୁସିର ପରିବେଶ ରହିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ପଦୋନ୍ନତିର ଯୋଗ ରହିଛି। ମିଥୁନ: ଶୁଭ ଖବର ଶୁଣି ପାରନ୍ତି। ବ୍ୟବସାୟରେ ଆଶା ମୁତବାକ ଲାଭ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। କର୍କଟ: ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ସହକର୍ମୀଙ୍କ ସହ ମତାନ୍ତର ହୋଇପାରେ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ସିଂହ: ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ନୂତନ ପୋଷାକ […]

astro-ok-new

astro-ok-new

Jyoshna Pradhan
  • Published: Saturday, 11 January 2020
  • Updated: 11 January 2020, 07:15 AM IST

Sports

Latest News

ମେଷ: ବ୍ୟସ୍ତତା ଭିତରେ ଦିନଟି କଟିବ। ପିଲାଙ୍କ ପାଠପଢ଼ା ନେଇ ଚିନ୍ତିତ ରହିବେ। ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

ବୃଷ: ପରିବାରରେ ହସଖୁସିର ପରିବେଶ ରହିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ପଦୋନ୍ନତିର ଯୋଗ ରହିଛି।

ମିଥୁନ: ଶୁଭ ଖବର ଶୁଣି ପାରନ୍ତି। ବ୍ୟବସାୟରେ ଆଶା ମୁତବାକ ଲାଭ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ।

କର୍କଟ: ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ସହକର୍ମୀଙ୍କ ସହ ମତାନ୍ତର ହୋଇପାରେ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

ସିଂହ: ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ନୂତନ ପୋଷାକ କିଣିପାରନ୍ତି। ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି।

କନ୍ୟା: ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଚିନ୍ତିତ ରହିବେ।

ତୁଳା: ଅଧିକ ପରିଶ୍ରମ କରିବେ। ନିଜ କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ବିଚ୍ଛା: ଦିନଟି ଭଲରେ କଟିବ। ଆର୍ଥିକ ସ୍ଥିତି ଭଲ ରହିବ। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ।

ଧନୁ: ମାଲିମକଦ୍ଦମାରେ ବିଜୟୀ ହେବେ। ମା’ଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି।

ମକର: ଆଜି କୌଣସି ଗୁରୁତ୍ୱପୂର୍ଣ୍ଣ କାମ କରନ୍ତୁ ନାହିଁ। ଉଚ୍ଚ ପଦସ୍ଥ ଅଧିକାରୀଙ୍କ ସହ ଝଗଡ଼ା ହୋଇପାରେ। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

କୁମ୍ଭ: ସ୍ୱାଦିଷ୍ଟ ଖାଦ୍ୟ ଖାଇବେ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଅଟକି ରହିଥିବା କାର୍ଯ୍ୟ ଆଜି ସଂପୂର୍ଣ୍ଣ ହେବ।

ମୀନ: ମାନ-ସମ୍ମାନ ବଢ଼ିବ। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ଋଣ ଦିଅନ୍ତୁ ନାହିଁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos