୧୧ ଜୁଲାଇ, ଗୁରୁବାର: ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ

ମେଷ: ଦିନଟି ଭଲରେ କଟିବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଶରୀର ସୁସ୍ଥ ରହିବ। ବୃଷ: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିବେ। ଆର୍ଥିକ ସଙ୍କଟ ଦେଖାଦେଇପାରେ। ମିଥୁନ: ବିବାହ ସ୍ଥିର ହୋଇପାରେ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। କର୍କଟ: ଅଧିକ ପରିଶ୍ରମ କରିବେ। ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ଯାନବାହନ କିଣିପାରନ୍ତି। ସିଂହ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ବିଦେଶରୁ ଖୁସି ଖବର […]

astro

astro

Jyoshna Pradhan
  • Published: Thursday, 11 July 2019
  • Updated: 11 July 2019, 07:16 AM IST

Sports

Latest News

ମେଷ: ଦିନଟି ଭଲରେ କଟିବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଶରୀର ସୁସ୍ଥ ରହିବ।

ବୃଷ: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିବେ। ଆର୍ଥିକ ସଙ୍କଟ ଦେଖାଦେଇପାରେ।

ମିଥୁନ: ବିବାହ ସ୍ଥିର ହୋଇପାରେ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ।

କର୍କଟ: ଅଧିକ ପରିଶ୍ରମ କରିବେ। ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ଯାନବାହନ କିଣିପାରନ୍ତି।

ସିଂହ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି।

କନ୍ୟା: ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ଖାଦ୍ୟପେୟର ଯତ୍ନ ନିଅନ୍ତୁ। ଜଳାଶୟ ଠାରୁ ଦୂରେଇ ରୁହନ୍ତୁ।

ତୁଳା: ହସଖୁସିରେ ସମୟ ବିତାଇବେ। ନୂତନ ବସ୍ତ୍ର କିଣିପାରନ୍ତି। ମାନ-ସମ୍ମାନ ମିଳିବ।

ବିଚ୍ଛା: ପରିବାରରେ ହସଖୁସିର ପରିବେଶ ରହିବ। ମନ ପ୍ରଫୁଲ୍ଲ ରହିବ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

ଧନୁ: ଧନପ୍ରାପ୍ତି ଯୋଗ ରହିଛି। ଆଧ୍ୟାତ୍ମିକ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଉପହାର ମିଳିବ।

ମକର: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ଅଟକି ଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ।

କୁମ୍ଭ: ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି।

ମୀନ: ଖର୍ଚ୍ଚ ବଢ଼ିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story