ମେଷ: ଦିନଟି ଭଲରେ କଟିବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଶରୀର ସୁସ୍ଥ ରହିବ।
ବୃଷ: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିବେ। ଆର୍ଥିକ ସଙ୍କଟ ଦେଖାଦେଇପାରେ।
ମିଥୁନ: ବିବାହ ସ୍ଥିର ହୋଇପାରେ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ।
କର୍କଟ: ଅଧିକ ପରିଶ୍ରମ କରିବେ। ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ଯାନବାହନ କିଣିପାରନ୍ତି।
ସିଂହ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି।
କନ୍ୟା: ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ଖାଦ୍ୟପେୟର ଯତ୍ନ ନିଅନ୍ତୁ। ଜଳାଶୟ ଠାରୁ ଦୂରେଇ ରୁହନ୍ତୁ।
ତୁଳା: ହସଖୁସିରେ ସମୟ ବିତାଇବେ। ନୂତନ ବସ୍ତ୍ର କିଣିପାରନ୍ତି। ମାନ-ସମ୍ମାନ ମିଳିବ।
ବିଚ୍ଛା: ପରିବାରରେ ହସଖୁସିର ପରିବେଶ ରହିବ। ମନ ପ୍ରଫୁଲ୍ଲ ରହିବ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।
ଧନୁ: ଧନପ୍ରାପ୍ତି ଯୋଗ ରହିଛି। ଆଧ୍ୟାତ୍ମିକ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଉପହାର ମିଳିବ।
ମକର: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ଅଟକି ଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ।
କୁମ୍ଭ: ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି।
ମୀନ: ଖର୍ଚ୍ଚ ବଢ଼ିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।