ମେଷ: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଶରୀର ସୁସ୍ଥ ରହିବ। ଆର୍ଥିକ ସ୍ଥିତି ଭଲ ରହିବ।
ବୃଷ: ବିବାହ ସ୍ଥିର ହୋଇପାରେ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି।
ମିଥୁନ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ମାଲି-ମକଦ୍ଦମାରେ ବିଜୟୀ ହେବ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।
କର୍କଟ: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ପିଲାଙ୍କ ପାଠପଢ଼ାକୁ ନେଇ ଚିନ୍ତିତ ରହିବେ। ଘରେ ମାଙ୍ଗଳିକ କାର୍ଯ୍ୟର ଆୟୋଜନ କରିପାରନ୍ତି।
ସିଂହ: ଜୀବନସାଥୀଙ୍କ ସହଯୋଗ ମିଳିବ। ଶତ୍ରୁଙ୍କ ଠାରୁ ଦୂରେଇ ରୁହନ୍ତୁ। ନୂତନ ବସ୍ତ୍ର କିଣିପାରନ୍ତି।
କନ୍ୟା: ମାନ-ସମ୍ମାନ ମିଳିବ। ଉପହାର ମିଳିବ। ପଦୋନ୍ନତିର ଯୋଗ ରହିଛି।
ତୁଳା: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଦୁର୍ଘଟଣା ଘଟିପାରେ। ସତର୍କ ରୁହନ୍ତୁ।
ବିଚ୍ଛା: ଦିନଟି ଭଲରେ କଟିବ। ବନ୍ଧୁଙ୍କ ସହ ଦେଖା ହୋଇପାରେ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।
ଧନୁ: ନୂଆ କାର୍ଯ୍ୟ ଆରମ୍ଭ କରିବାକୁ ଥିଲେ ଆଜି ହିଁ ଆରମ୍ଭ କରନ୍ତୁ। ଶୁଭଫଳ ମିଳିବ। ପରିବାର ସଦସ୍ୟଙ୍କ ସହ ଖୁସିରେ ଦିନଟି କାଟିବେ।
ମକର: ଶତ୍ରୁଙ୍କ ଠାରୁ ଦୂରେଇ ରୁହନ୍ତୁ। ନୂତନ ବସ୍ତ୍ର କିଣିପାରନ୍ତି। ଗରିବଙ୍କୁ ଫଳ ଦାନ କରନ୍ତୁ।
କୁମ୍ଭ: ନକାରାତ୍ମକ ଚିନ୍ତାଧାରାଠାରୁ ଦୂରେଇ ରୁହନ୍ତୁ। କୌଣସି କଥାକୁ ନେଇ ପରିବାର ସଦସ୍ୟଙ୍କ ସହ ଝଗଡ଼ା ହୋଇପାରେ। ଇଷ୍ଟଦେବୀଙ୍କୁ ଆରାଧନା କରନ୍ତୁ।
ମୀନ: ଧାର୍ମିକ କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। କଳା ଓ ସାହିତ୍ୟକ୍ଷେତ୍ରରେ ରୁଚି ବଢ଼ିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।