ଜୁଲାଇ ୧୨, ରବିବାର: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ

ମେଷ: ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ବୃଷ: ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। କୌଣସି ଖାଦ୍ୟର ଅନିୟମିତତା ହେତୁ ସ୍ୱାସ୍ଥ୍ୟ ଖରାପ ହୋଇପାରେ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ମିଥୁନ: ପରିବାରରେ ଥିବା ମନୋମାଳିନ୍ୟ ଦୂର ହୋଇଯିବ। ମହିଳାଙ୍କ କାର୍ଯ୍ୟ ଜନସମାଜରେ ପ୍ରଂଶସନୀୟ ହେବ। ଋଣ ଦିଅନ୍ତୁ ନାହିଁ। କର୍କଟ:  ଗୁରୁଜନଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ବହୁ ପ୍ରତିକ୍ଷୀତ ଶୁଭ ସମ୍ବାଦ ପାଇ ଆନନ୍ଦିତ […]

Daily Horoscope

Jyoshna Pradhan
  • Published: Sunday, 12 July 2020
  • , Updated: 12 July 2020, 08:08 AM IST

ମେଷ: ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।

ବୃଷ: ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। କୌଣସି ଖାଦ୍ୟର ଅନିୟମିତତା ହେତୁ ସ୍ୱାସ୍ଥ୍ୟ ଖରାପ ହୋଇପାରେ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ମିଥୁନ: ପରିବାରରେ ଥିବା ମନୋମାଳିନ୍ୟ ଦୂର ହୋଇଯିବ। ମହିଳାଙ୍କ କାର୍ଯ୍ୟ ଜନସମାଜରେ ପ୍ରଂଶସନୀୟ ହେବ। ଋଣ ଦିଅନ୍ତୁ ନାହିଁ।

କର୍କଟ:  ଗୁରୁଜନଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ବହୁ ପ୍ରତିକ୍ଷୀତ ଶୁଭ ସମ୍ବାଦ ପାଇ ଆନନ୍ଦିତ ହେବେ। ମାଆ ଲକ୍ଷ୍ମୀଙ୍କୁ ପୂଜା କରନ୍ତୁ।

ସିଂହ: ଦୀର୍ଘଦିନର ଆଶା  ପୂରଣ ହେବ। ପ୍ରତ୍ୟେକଟି କାର୍ଯ୍ୟରେ ସଫଳା ପାଇବେ। ପିଲାମାନେ ମନ ଦେଇ ପାଠ ପଢ଼ିବେ।

କନ୍ୟା: ଅଧିକ ପରିଶ୍ରମ କରିବେ। ଅପରାହ୍ଣ ପରେ ଅସୁସ୍ଥ ଅନୁଭବ କରିବେ। କୁକୁରକୁ ଖାଇବାକୁ ଦିଅନ୍ତୁ।

ତୁଳା: ମନ ବିଚଳିତ ରହିବ। ତରବରିଆ ହୋଇ କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।  ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ବିଛା:  ପରିବାରରେ ହସ ଓ ଖୁସିର ପରିବେଶ ରହିବ। ମାନ-ସମ୍ମାନ ମିଳିବ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ।

ଧନୁ:  କର୍ମକ୍ଷେତ୍ରରେ ସହଯୋଗୀମାନଙ୍କ ସାହାଯ୍ୟ ସହଯୋଗ ମିଳିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇ ପାରନ୍ତି। ଶରୀରରେ ଆଘାତ ଲାଗିପାରେ।

ମକର:  ଯୁକ୍ତିତର୍କ ଠାରୁ ଦୂରେଇ ରୁହନ୍ତୁ। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। କୁକୁରକୁ ଖାଇବାକୁ ଦିଅନ୍ତୁ।

କୁମ୍ଭ: ବ୍ୟସ୍ତତା ଭିତରେ ଦିନଟି କଟିବ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ଅପରାହ୍ଣ ପରେ ଅଳସୁଆ ଅନୁଭବ କରିବେ।

ମୀନ: ଆତ୍ମବିଶ୍ୱାସ ବଢ଼ିବ। ଶରୀର ଫୂର୍ତ୍ତି ରହିବ। ନୂତନ କାର୍ଯ୍ୟ କରିବାକୁ ପ୍ରେରଣା ପାଇବେ।

 

 

Related story