୧୨ ମାର୍ଚ୍ଚ,ଗୁରୁବାର: ନୂତନ ଯାନବାହନ କିଣିପାରନ୍ତି

ମେଷ:  ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଆର୍ଥିକ ସ୍ଥିତି ଭଲ ରହିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ବୃଷ:  ଦିନଟି ଖୁସିରେ କଟିବ। ମାଆ ଲକ୍ଷ୍ମୀଙ୍କ ଆଶୀର୍ବାଦ ମିଳିବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ମିଥୁନ:  ମାନ-ସମ୍ମାନ ମିଳିବ। ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। କର୍କଟ: ନୂତନ ବସ୍ତ୍ର କିଣି ପାରନ୍ତି। ତରବରିଆ ହୋଇ ନିଷ୍ପତ୍ତି ନିଅନ୍ତୁ ନାହିଁ। ବନ୍ଧୁଙ୍କ ସହ ଯାତ୍ରା କରିପାରନ୍ତି। ସିଂହ:   ଭାଗ୍ୟ ବୃଦ୍ଧି ହେବ। ବିଦେଶରୁ ଖୁସି […]

ttttttttttttttttt-1-300x164

ttttttttttttttttt-1-300x164

Niharika Rout
  • Published: Thursday, 12 March 2020
  • Updated: 12 March 2020, 07:17 AM IST

Sports

Latest News

ମେଷ:  ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଆର୍ଥିକ ସ୍ଥିତି ଭଲ ରହିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ।

ବୃଷ:  ଦିନଟି ଖୁସିରେ କଟିବ। ମାଆ ଲକ୍ଷ୍ମୀଙ୍କ ଆଶୀର୍ବାଦ ମିଳିବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ।

ମିଥୁନ:  ମାନ-ସମ୍ମାନ ମିଳିବ। ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ।

କର୍କଟ: ନୂତନ ବସ୍ତ୍ର କିଣି ପାରନ୍ତି। ତରବରିଆ ହୋଇ ନିଷ୍ପତ୍ତି ନିଅନ୍ତୁ ନାହିଁ। ବନ୍ଧୁଙ୍କ ସହ ଯାତ୍ରା କରିପାରନ୍ତି।

ସିଂହ:   ଭାଗ୍ୟ ବୃଦ୍ଧି ହେବ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି।

କନ୍ୟା: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ।

ତୁଳା: କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଖର୍ଚ୍ଚ ବଢ଼ିବ।

ବିଚ୍ଛା:  ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିବେ।  ପରିଶ୍ରମ ଅନୁସାରେ ସଫଳତା ପାଇବେ। ଋଣ ଦିଅନ୍ତୁ ନାହିଁ।

ଧନୁ:   ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

ମକର: ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ଘରକୁ ଅତିଥି ଆସିପାରନ୍ତି। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

କୁମ୍ଭ: ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ବନ୍ଧୁଙ୍କ ସହ ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ।

ମୀନ:  ପରିବାରରେ ହସଖୁସିର ପରିବେଶ ରହିବ। ନୂତନ ଯାନବାହନ କିଣିପାରନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story