୧୨ ସେପ୍ଟେମ୍ବର, ଗୁରୁବାର: ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ

ମେଷ: ଦିନଟି ଭଲରେ କଟିବ। ପରିବାର ସଦସ୍ୟଙ୍କ ସହ ବାହାରକୁ ବୁଲିବାକୁ ଯାଇପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ବୃଷ: ଆର୍ଥିକ ସ୍ଥିତି ଭଲ ରହିବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ମିଥୁନ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ମନୋରଞ୍ଜନ କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି। ଯାନବାହାନ କିଣିବାର ଯୋଗ ରହିଛି। କର୍କଟ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ନକାରାତ୍ମକ ଚିନ୍ତାଧାରାଠାରୁ ଦୂରେଇ ରୁହନ୍ତୁ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ସିଂହ: କାର୍ଯ୍ୟକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ସହଯୋଗ […]

ttttttttttttttttt-2

ttttttttttttttttt-2

Tapaswini Nayak
  • Published: Thursday, 12 September 2019
  • Updated: 12 September 2019, 07:25 AM IST

Sports

Latest News

ମେଷ: ଦିନଟି ଭଲରେ କଟିବ। ପରିବାର ସଦସ୍ୟଙ୍କ ସହ ବାହାରକୁ ବୁଲିବାକୁ ଯାଇପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

ବୃଷ: ଆର୍ଥିକ ସ୍ଥିତି ଭଲ ରହିବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ମିଥୁନ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ମନୋରଞ୍ଜନ କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି। ଯାନବାହାନ କିଣିବାର ଯୋଗ ରହିଛି।

କର୍କଟ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ନକାରାତ୍ମକ ଚିନ୍ତାଧାରାଠାରୁ ଦୂରେଇ ରୁହନ୍ତୁ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ।

ସିଂହ: କାର୍ଯ୍ୟକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ଲାଗି ରହିଥିବା ସମସ୍ୟା ଦୂର ହେବ। ମନରେ ଉତ୍ସାହ ବଢ଼ିବ।

କନ୍ୟା: ଅଳସୁଆ ଅନୁଭବ କରିବେ। ଅପରାହ୍ଣ ପରେ ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ବୁଝି ବିଚାରି ନିଷ୍ପତ୍ତି ନିଅନ୍ତୁ।

ତୁଳା: ଆତ୍ମବିଶ୍ୱାସ ବଢ଼ିବ। ଛାତିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

ବିଚ୍ଛା: ବ୍ୟସ୍ତତା ଭିତରେ ଦିନଟି କଟିବ। ଭାଇଭଉଣୀଙ୍କ ସହ ଖୁସିରେ ଦିନଟି କାଟିବେ। ମାନ-ସମ୍ମାନ ମିଳିବ।

ଧନୁ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ଆୟଠାରୁ ବ୍ୟୟ ଅଧିକ ହେବ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।

ମକର: ଧାର୍ମିକ ସ୍ଥାନକୁ ଯାତ୍ରା କରିପାରନ୍ତି। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଖର୍ଚ୍ଚ ବଢ଼ିବ।

କୁମ୍ଭ: ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ବିବାହ ସ୍ଥିର ହୋଇପାରେ । ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି।

ମୀନ: ଧନପ୍ରାପ୍ତି ଯୋଗ ରହିଛି। ଜୀବନସାଥୀଙ୍କ ସହଯୋଗ ମିଳିବ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos