୧୨ ଜୁନ୍,ବୁଧବାର: ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ

ମେଷ: ଦିନଟି ଭଲରେ କଟିବ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ମାନ-ସମ୍ମାନ ବୃଦ୍ଧି ହେବ। ନୂଆ କାର୍ଯ୍ୟ ଆରମ୍ଭ କରିପାରନ୍ତି। ବୃଷ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଆର୍ଥିକ ନେଣଦେଣ କରନ୍ତୁ ନାହିଁ। ଗୁଡ଼ ଖାଇ ଘରୁ ବାହାରନ୍ତୁ, ସମସ୍ୟା ଟଳିଯିବ। ମିଥୁନ: ପରିବାର ସଦସ୍ୟଙ୍କ ସହ ବାହାରକୁ ବୁଲିବାକୁ ଯାଇପାରନ୍ତି। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ବ୍ୟସ୍ତତା ଭିତରେ ଦିନଟି କଟିବ। କର୍କଟ: ବଡ଼ ଭାଇ କିମ୍ବା ଅନ୍ୟ ଗୁରୁଜନଙ୍କ ସହଯୋଗ ମିଳିବ। କୌଣସି […]

astro-1-1-730x430-1-730x430-1-730x430-1-730x430-1-730x430-4-730x430

Tapaswini Nayak
  • Published: Wednesday, 12 June 2019
  • , Updated: 12 June 2019, 07:53 AM IST

ମେଷ: ଦିନଟି ଭଲରେ କଟିବ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ମାନ-ସମ୍ମାନ ବୃଦ୍ଧି ହେବ। ନୂଆ କାର୍ଯ୍ୟ ଆରମ୍ଭ କରିପାରନ୍ତି।

ବୃଷ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଆର୍ଥିକ ନେଣଦେଣ କରନ୍ତୁ ନାହିଁ। ଗୁଡ଼ ଖାଇ ଘରୁ ବାହାରନ୍ତୁ, ସମସ୍ୟା ଟଳିଯିବ।

ମିଥୁନ: ପରିବାର ସଦସ୍ୟଙ୍କ ସହ ବାହାରକୁ ବୁଲିବାକୁ ଯାଇପାରନ୍ତି। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ବ୍ୟସ୍ତତା ଭିତରେ ଦିନଟି କଟିବ।

କର୍କଟ: ବଡ଼ ଭାଇ କିମ୍ବା ଅନ୍ୟ ଗୁରୁଜନଙ୍କ ସହଯୋଗ ମିଳିବ। କୌଣସି ସ୍ଥାନକୁ ଯିବାକୁ ଥିଲେ, ନିଷ୍ପତ୍ତିରେ ପରିବର୍ତ୍ତନ କରନ୍ତୁ।

ସିଂହ: ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। ଅଟକି ରହିଥିବା ଅର୍ଥ ଫେରି ପାଇବାର ଯୋଗ ରହିଛି। ସନ୍ତାନ ପ୍ରାପ୍ତିର ଯୋଗ ରହିଛି। ବାଦ-ବିବାଦରୁ ଦୂରେଇ ରୁହନ୍ତୁ।

କନ୍ୟା: ବ୍ୟବସାୟରେ ଆଶା ମୁତାବକ ସଫଳତା ମିଳିବ। ଧନପ୍ରାପ୍ତି ଯୋଗ ରହିଛି। ଜୀବନସାଥୀଙ୍କ ସହଯୋଗ ମିଳିବ।

ତୁଳା: ଜମି କିଣି ପାରନ୍ତି। ପିଲାମାନଙ୍କ ପାଖରୁ ଖୁସି ଖବର ପାଇବେ। ପୁରୁଣା ବନ୍ଧୁଙ୍କ ସହ ଦେଖା ହୋଇପାରେ। ବ୍ୟବସାୟରେ ଅର୍ଥ ଲଗାନ୍ତୁ ନାହିଁ।

ବିଚ୍ଛା: ପ୍ରେମ ବ୍ୟପାରରେ ସଫଳତା ମିଳିବ। ବ୍ୟସ୍ତତା ଭିତରେ ଦିନଟି କଟିବ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

ଧନୁ: ଆଜି ଅଧିକ ପରିଶ୍ରମ କରିପାରନ୍ତି। ଆୟଠାରୁ ବ୍ୟୟ ଅଧିକ ହେବ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି।

ମକର: ଜୀବନସାଥୀଙ୍କ ସହଯୋଗ ମିଳିବ। ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଆତ୍ମବିଶ୍ୱାସ ବଢ଼ିବ।

କୁମ୍ଭ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଆଣ୍ଠୁଗଣ୍ଠିରେ ଯନ୍ତ୍ରଣା ଅନୁଭବ କରିବେ। କୌଣସି କଥାକୁ ନେଇ ପଡ଼ୋଶୀଙ୍କ ସହ ଝଗଡ଼ା ହୋଇପାରେ।

ମୀନ: ଆଇନଗତ ମାମଲାରେ ବିଜୟୀ ହେବେ। ଘରକୁ ଅତିଥି ଆସିପାରନ୍ତି। ମନ ଫୂର୍ତ୍ତି ରହିବ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।

Related story