୧୩ ଫେବ୍ରୁଆରୀ, ଗୁରୁବାର: ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ

ମେଷ:  ପର୍ଯ୍ୟଟନ ସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ବୃଷ:  ଧନପ୍ରାପ୍ତି ଯୋଗ ରହିଛି। ପରିବାରରେ ହସଖୁସିର ବାତାବରଣ ରହିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ମିଥୁନ:  ବୁଝିବିଚାରି ନିଷ୍ପତ୍ତି ନିଅନ୍ତୁ। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ଲେଖକ ଓ କଳାକାରଙ୍କ ପାଇଁ ଦିନଟି ଭଲରେ କଟିବ। କର୍କଟ: ଆତ୍ମବିଶ୍ୱାସ ବଢ଼ିବ। ଅସୁସ୍ଥ ଅନୁଭବ କରିବେ। ବାଦ-ବିବାଦ ଠାରୁ ଯଥା ସମ୍ଭବ ନିଜକୁ ଦୂରେଇ […]

astro-1-2-300x172

Niharika Rout
  • Published: Thursday, 13 February 2020
  • , Updated: 13 February 2020, 07:32 AM IST

ମେଷ:  ପର୍ଯ୍ୟଟନ ସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

ବୃଷ:  ଧନପ୍ରାପ୍ତି ଯୋଗ ରହିଛି। ପରିବାରରେ ହସଖୁସିର ବାତାବରଣ ରହିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ।

ମିଥୁନ:  ବୁଝିବିଚାରି ନିଷ୍ପତ୍ତି ନିଅନ୍ତୁ। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ଲେଖକ ଓ କଳାକାରଙ୍କ ପାଇଁ ଦିନଟି ଭଲରେ କଟିବ।

କର୍କଟ: ଆତ୍ମବିଶ୍ୱାସ ବଢ଼ିବ। ଅସୁସ୍ଥ ଅନୁଭବ କରିବେ। ବାଦ-ବିବାଦ ଠାରୁ ଯଥା ସମ୍ଭବ ନିଜକୁ ଦୂରେଇ ରଖନ୍ତୁ।

ସିଂହ:  ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ଦାମ୍ପତ୍ୟ ଜୀବନ ଭଲରେ କଟିବ। ସହକର୍ମୀଙ୍କ ସହଯୋଗ ମିଳିବ।

କନ୍ୟା: ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। ଉପହାର ମିଳିପାରେ।

ତୁଳା:  ଶରୀର ଫୂର୍ତ୍ତି ରହିବ। ଅଳସୁଆ ଅନୁଭବ କରିପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

ବିଚ୍ଛା: ଅଧିକ ପରିଶ୍ରମ କରିବେ। ବିଦେଶ ଯାତ୍ରା କରିପାରନ୍ତି। ଖାଦ୍ୟପେୟର ଯତ୍ନ ନିଅନ୍ତୁ।

ଧନୁ:  ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରନ୍ତି। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

ମକର: ଦିନଟି ଭଲରେ କଟିବ। ଘରେ ମାଙ୍ଗଳିକ କାର୍ଯ୍ୟ ଆୟୋଜନ କରିପାରନ୍ତି। ଆର୍ଥିକ ସ୍ଥିତି ଭଲ ରହିବ।

କୁମ୍ଭ:  କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। କ୍ୟାରିୟର୍‌ରେ ପରିବର୍ତ୍ତନ କରିପାରନ୍ତି। ମାନ-ସମ୍ମାନ ମିଳିବ।

ମୀନ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଖେଳାଳିଙ୍କ ପାଇଁ ଦିନଟି ଭଲରେ କଟିବ।

Related story