୧୩ ଜାନୁଆରୀ,ସୋମବାର: ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ

ମେଷ: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଧାର୍ମିକ ସ୍ଥାନକୁ ଯାଇପାରନ୍ତି। କ୍ୟାରିୟର୍‌ରେ ପରିବର୍ତ୍ତନ କରିପାରନ୍ତି। ବୃଷ:  ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ବିଳମ୍ୱରେ କାର୍ଯ୍ୟ ସମାପନ କରିବେ। ମିଥୁନ: ମନ ଖୁସି ରହିବ। ବିପରୀତ ଲିଙ୍ଗ ପ୍ରତି ଆକର୍ଷିତ ହୋଇପାରନ୍ତି। ନୂତନ ପୋଷାକ କିଣି ପାରନ୍ତି। କର୍କଟ: ପରିବାରରେ ହସଖୁସିର ପରିବେଶ ରହିବ। ଚିନ୍ତିତ ରହିପାରନ୍ତି। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ସିଂହ: ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। […]

astro-ok-new

astro-ok-new

Jyoshna Pradhan
  • Published: Monday, 13 January 2020
  • Updated: 13 January 2020, 07:19 AM IST

ମେଷ: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଧାର୍ମିକ ସ୍ଥାନକୁ ଯାଇପାରନ୍ତି। କ୍ୟାରିୟର୍‌ରେ ପରିବର୍ତ୍ତନ କରିପାରନ୍ତି।

ବୃଷ:  ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ବିଳମ୍ୱରେ କାର୍ଯ୍ୟ ସମାପନ କରିବେ।

ମିଥୁନ: ମନ ଖୁସି ରହିବ। ବିପରୀତ ଲିଙ୍ଗ ପ୍ରତି ଆକର୍ଷିତ ହୋଇପାରନ୍ତି। ନୂତନ ପୋଷାକ କିଣି ପାରନ୍ତି।

କର୍କଟ: ପରିବାରରେ ହସଖୁସିର ପରିବେଶ ରହିବ। ଚିନ୍ତିତ ରହିପାରନ୍ତି। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ।

ସିଂହ: ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ।

କନ୍ୟା: ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଖର୍ଚ୍ଚ ବଢ଼ିବ। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

ତୁଳା: ଭାଗ୍ୟ ବୃଦ୍ଧି ହେବ। ନୂତନ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ବଡ଼ ଭାଇଙ୍କ ଆଶୀର୍ବାଦ ମିଳିବ।

ବିଚ୍ଛା: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଧାର୍ମିକ କାର୍ଯ୍ୟରେ ଅର୍ଥ ଖର୍ଚ୍ଚ ହୋଇପାରେ। କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ।

ଧନୁ: ବ୍ୟବସାୟରେ ଆଶା ମୁତବାକ ଲାଭ ମିଳିବ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ପିଲାଙ୍କ ସଫଳତାରେ ଖୁସି ଅନୁଭବ କରିବେ।

ମକର: ଆଖିରେ ଯନ୍ତ୍ରଣା ଅନୁଭବ କରିବେ। ମନ ବିଚଳିତ ରହିବ। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ।

କୁମ୍ଭ:  ଆୟ ବୃଦ୍ଧି ହେବ। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

ମୀନ: ପଦୋନ୍ନତିର ଯୋଗ ରହିଛି। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। ମାନ-ସମ୍ମାନ ବଢ଼ିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story