୧୩ ମାର୍ଚ୍ଚ, ଶୁକ୍ରବାର: ପରିବାର ସଦସ୍ୟଙ୍କ ସହ ଝଗଡ଼ା ହୋଇପାରେ

ମେଷ: ପରିବାରରେ ହସଖୁସିର ପରିବେଶ ରହିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ବୃଷ:  ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଆର୍ଥିକ ସ୍ଥିତି ଭଲ ରହିବ। ମିଥୁନ:  ଆଧ୍ୟାତ୍ମିକ ସ୍ଥାନକୁ ଯାଇପାରନ୍ତି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। କର୍କଟ:  ଆୟଠାରୁ ବ୍ୟୟ ଅଧିକ ହେବ। ପରିବାର ସଦସ୍ୟଙ୍କ ସହ ଝଗଡ଼ା ହୋଇପାରେ। ଅପରାହ୍ଣ ପରେ କୌଣସି କଥାକୁ […]

astro-1-2-300x172-3

astro-1-2-300x172-3

Niharika Rout
  • Published: Friday, 13 March 2020
  • Updated: 13 March 2020, 07:23 AM IST

Sports

Latest News

ମେଷ: ପରିବାରରେ ହସଖୁସିର ପରିବେଶ ରହିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ।

ବୃଷ:  ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଆର୍ଥିକ ସ୍ଥିତି ଭଲ ରହିବ।

ମିଥୁନ:  ଆଧ୍ୟାତ୍ମିକ ସ୍ଥାନକୁ ଯାଇପାରନ୍ତି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

କର୍କଟ:  ଆୟଠାରୁ ବ୍ୟୟ ଅଧିକ ହେବ। ପରିବାର ସଦସ୍ୟଙ୍କ ସହ ଝଗଡ଼ା ହୋଇପାରେ। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି।

ସିଂହ:  ବନ୍ଧୁଙ୍କ ସହ ବୁଲିବାକୁ ଯାଇପାରନ୍ତି। ବାପାମା’ଙ୍କ ଆଶୀର୍ବାଦ ମିଳିବ। ମାଲି ମକଦ୍ଦମାରେ ବିଜୟୀ ହେବେ।

କନ୍ୟା:  ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଧନପ୍ରାପ୍ତି ଯୋଗ ରହିଛି। ପିତାଙ୍କ ସହଯୋଗ ମିଳିବ।

ତୁଳା: ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି।

ବିଚ୍ଛା:  ପେଟରେ ଯନ୍ତ୍ରଣା ଅନୁଭବ କରିବେ। ଅପରାହ୍ଣ ପରେ ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି।

ଧନୁ: ଦିନଟି ଭଲରେ କଟିବ। ବନ୍ଧୁଙ୍କ ସହିତ ଦେଖାହୋଇପାରେ। ପରିବାରରେ ହସଖୁସିର ପରିବେଶ ରହିବ।

ମକର: ଚାକିରିକୁ ନେଇ ଚିନ୍ତିତ ରହିପାରନ୍ତି। ଘରକୁ ଅତିଥି ଆସିପାରନ୍ତି। ଛାତ୍ରଛାତ୍ରୀମାନେ ପାଠପଢ଼ାରେ ସଫଳତା ପାଇବେ।

କୁମ୍ଭ:  ଜଳାଶୟଠାରୁ ଦୂରେଇ ରୁହନ୍ତୁ। ଆତ୍ମବିଶ୍ୱାସ ବଢ଼ିବ। ମନ ଖୁସି ରହିବ।

ମୀନ: ଜୀବନସାଥୀଙ୍କ ସହଯୋଗ ମିଳିବ। ଘରେ କୌଣସି ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos