୧୩ ଜୁନ୍‌, ଗୁରୁବାର: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ

ମେଷ: ଅଳସୁଆ ଅନୁଭବ କରିବେ। ଦ୍ୱନ୍ଦ୍ୱ ଭିତରେ ରହିବେ। ଯାତ୍ରା କରନ୍ତୁ ନାହିଁ।

ବୃଷ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ।

ମିଥୁନ: ପରିବାର ସଦସ୍ୟଙ୍କ ସହ ବାହାରକୁ ବୁଲିବାକୁ ଯାଇପାରନ୍ତି। ମନ ଖୁସି ରହିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

କର୍କଟ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଆଖିରେ ଯନ୍ତ୍ରଣା ଅନୁଭବ କରିବେ। ଘରେ ହସଖୁସିର ପରିବେଶ ରହିବ।

ସିଂହ: ସାହିତ୍ୟ-କଳା କ୍ଷେତ୍ରରେ ରୁଚି ବଢ଼ିବ। ପଦୋନ୍ନତିର ଯୋଗ ରହିଛି। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ।

କନ୍ୟା: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଦୁର୍ଘଟଣା ଘଟିପାରେ,ସତର୍କ ରୁହନ୍ତୁ।

ତୁଳା: ଦିନଟି ଭଲରେ କଟିବ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ମଧ୍ୟାହ୍ନ ପରେ ଶରୀର ଫୂର୍ତ୍ତି ରହିବ।

ବିଚ୍ଛା:  ମାନ-ସମ୍ମାନ ମିଳିବ। ଚାକିରି କ୍ଷେତ୍ରରେ ପ୍ରଂଶସିତ ହେବେ। ସ୍ୱାଦିଷ୍ଟ ଖାଦ୍ୟ ଖାଇବେ।

ଧନୁ: ଧନପ୍ରାପ୍ତି ଯୋଗ ରହିଛି। ବିବାହ ସ୍ଥିର ହୋଇପାରେ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ।

ମକର: ଖର୍ଚ୍ଚ ବଢ଼ିବ। ମାଲିମକଦ୍ଦମାରେ ବିଜୟୀ ହେବେ। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ।

କୁମ୍ଭ: ଆତ୍ମବିଶ୍ୱାସ ବଢ଼ିବ। ଛାତ୍ରଛାତ୍ରୀମାନେ ପାଠପଢ଼ାରେ ସଫଳତା ପାଇବେ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

ମୀନ: ବନ୍ଧୁଙ୍କ ସହ ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇ ପାରନ୍ତି। ଜୀବନସାଥୀଙ୍କ ସହଯୋଗ ମିଳିବ। ଶୁଭ ସମାଚାର ଶୁଣି ପାରନ୍ତି।

ଆହୁରି ପଢ଼ନ୍ତୁ

ମୋ ଜ୍ୱାଇଁ ଖାଇବେ ୬୭ ପ୍ରକାର ଆଇଟମ୍‌

ଫେସବୁକରୁ ବିଏମଡବ୍ଲୁ ପୋଷ୍ଟ ଡିଲିଟ୍ କଲେ ଦୂତୀ

ଅନୁପ୍ରବେଶ ଉଦ୍ୟମ ଭଣ୍ଡୁର, ସୀମା ସେପଟେ ଆହୁରି ୩୦୦ ଆତଙ୍କୀ ହମଲା ପାଇଁ ତୟାର

ପ୍ରଥମ ଟେଷ୍ଟ: ୩୧୮ରେ ଇଣ୍ଡିଜ୍‌ ଅଲଆଉଟ, ୯୯ ରନ୍‌ ପଛରେ ଇଂଲଣ୍ଡ

ଜୁଲାଇ ୧୧, ଶନିବାର: ଘରକୁ ଅତିଥି ଆସିପାରନ୍ତି

ଚୀନ୍ ସୀମାରେ ଆପାଚି ଏବଂ ଚିନୁକ

‘ସୁଶାନ୍ତ ସିଂହ ରାଜପୁତ ହତ୍ୟା ପଛରେ ଦାଉଦ ଇବ୍ରାହିମ୍ ଗ୍ୟାଙ୍ଗ’

କେମିତି ପ୍ରାଣ ହରାଇଲା ବିକାଶ ଦୁବେ, କେଉଁ ସବୁ ସ୍ଥାନରେ ବାଜିଛି ଗୁଳି

ଯଦି ସୁନୀଲ ଗାଭାସ୍କରଙ୍କ ବାମ କାନରେ ନଥା’ନ୍ତା ସେହି ଛୋଟ ଜାଇ…

ଜୁଲାଇ ୧୦, ଶୁକ୍ରବାର: ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ

ମୃତ୍ୟୁ ହାର ହ୍ରାସ ଆମର ଲକ୍ଷ୍ୟ: ସ୍ୱାସ୍ଥ୍ୟ ମନ୍ତ୍ରୀ

ଲଦାଖ ପରେ ହଟ ସ୍ପୀଙ୍ଗରୁ ହଟିଲା ଚୀନ୍ ସେନା, ଆଗକୁ ଜାରି ରହିବ ବୈଠକ