୧୪ ଡିସେମ୍ବର, ଶନିବାର : ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ

ମେଷ: କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଖର୍ଚ୍ଚ ବଢ଼ିବ। ବୃଷ: ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ନୂତନ ଯାନବାହନ କିଣିପାରନ୍ତି। ଘରକୁ ଅତିଥି ଆସିପାରନ୍ତି। ମିଥୁନ: ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଛାତିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। କର୍କଟ: ଭାଗ୍ୟ ବୃଦ୍ଧି ହେବ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି। ସିଂହ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ। […]

astro-ok-new.jpg-1

astro-ok-new.jpg-1

Niharika Rout
  • Published: Saturday, 14 December 2019
  • Updated: 14 December 2019, 07:16 AM IST

ମେଷ: କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଖର୍ଚ୍ଚ ବଢ଼ିବ।

ବୃଷ: ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ନୂତନ ଯାନବାହନ କିଣିପାରନ୍ତି। ଘରକୁ ଅତିଥି ଆସିପାରନ୍ତି।

ମିଥୁନ: ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଛାତିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

କର୍କଟ: ଭାଗ୍ୟ ବୃଦ୍ଧି ହେବ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି।

ସିଂହ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ।

କନ୍ୟା: ତରବରିଆ ହୋଇ ନିଷ୍ପତ୍ତି ନିଅନ୍ତୁ ନାହିଁ। ବନ୍ଧୁଙ୍କ ସହ ଯାତ୍ରା କରିପାରନ୍ତି। ନୂତନ ବସ୍ତ୍ର କିଣି ପାରନ୍ତି।

ତୁଳା:  ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। 

ବିଚ୍ଛା:   ନୂତନ କାର୍ଯ୍ୟ ଆରମ୍ଭ କରିବାକୁ ପ୍ରେରଣା ମିଳିବ। ପରିବାରରେ ହସଖୁସିର ପରିବେଶ ରହିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

ଧନୁ:  କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ମାନ-ସମ୍ମାନ ମିଳିବ। ମନ ଖୁସି ରଖିବ।

ମକର: ବନ୍ଧୁଙ୍କ ସହ ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି।

କୁମ୍ଭ: ଦିନଟି ଖୁସିରେ କଟିବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ମା’ ଲକ୍ଷ୍ମୀଙ୍କ ଆଶୀର୍ବାଦ ମିଳିବ।

ମୀନ: ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିବେ। ଋଣ ଦିଅନ୍ତୁ ନାହିଁ। ପରିଶ୍ରମ ଅନୁସାରେ ସଫଳତା ପାଇବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story