୧୪ ଡିସେମ୍ବର, ଶନିବାର : ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ

ମେଷ: କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଖର୍ଚ୍ଚ ବଢ଼ିବ। ବୃଷ: ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ନୂତନ ଯାନବାହନ କିଣିପାରନ୍ତି। ଘରକୁ ଅତିଥି ଆସିପାରନ୍ତି। ମିଥୁନ: ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଛାତିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। କର୍କଟ: ଭାଗ୍ୟ ବୃଦ୍ଧି ହେବ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି। ସିଂହ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ। […]

astro-ok-new.jpg-1

Niharika Rout
  • Published: Saturday, 14 December 2019
  • , Updated: 14 December 2019, 07:16 AM IST

ମେଷ: କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଖର୍ଚ୍ଚ ବଢ଼ିବ।

ବୃଷ: ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ନୂତନ ଯାନବାହନ କିଣିପାରନ୍ତି। ଘରକୁ ଅତିଥି ଆସିପାରନ୍ତି।

ମିଥୁନ: ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଛାତିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

କର୍କଟ: ଭାଗ୍ୟ ବୃଦ୍ଧି ହେବ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି।

ସିଂହ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ।

କନ୍ୟା: ତରବରିଆ ହୋଇ ନିଷ୍ପତ୍ତି ନିଅନ୍ତୁ ନାହିଁ। ବନ୍ଧୁଙ୍କ ସହ ଯାତ୍ରା କରିପାରନ୍ତି। ନୂତନ ବସ୍ତ୍ର କିଣି ପାରନ୍ତି।

ତୁଳା:  ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। 

ବିଚ୍ଛା:   ନୂତନ କାର୍ଯ୍ୟ ଆରମ୍ଭ କରିବାକୁ ପ୍ରେରଣା ମିଳିବ। ପରିବାରରେ ହସଖୁସିର ପରିବେଶ ରହିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

ଧନୁ:  କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ମାନ-ସମ୍ମାନ ମିଳିବ। ମନ ଖୁସି ରଖିବ।

ମକର: ବନ୍ଧୁଙ୍କ ସହ ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି।

କୁମ୍ଭ: ଦିନଟି ଖୁସିରେ କଟିବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ମା’ ଲକ୍ଷ୍ମୀଙ୍କ ଆଶୀର୍ବାଦ ମିଳିବ।

ମୀନ: ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିବେ। ଋଣ ଦିଅନ୍ତୁ ନାହିଁ। ପରିଶ୍ରମ ଅନୁସାରେ ସଫଳତା ପାଇବେ।

Related story