୧୪ ମାର୍ଚ୍ଚ, ଶନିବାର: ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ

ମେଷ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ବୃଷ:  ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଖର୍ଚ୍ଚ ବଢ଼ିବ। ମିଥୁନ: ମନ ପ୍ରଫୁଲ୍ଲିତ ରହିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। କର୍କଟ:   ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଆର୍ଥିକ ସ୍ଥିତି ଭଲ ରହିବ। ବ୍ୟସ୍ତତା ଭିତରେ ଦିନଟି କଟିବ। ସିଂହ:  ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ଘରକୁ ଅତିଥି ଆସିପାରନ୍ତି। ଗୁରୁତ୍ୱପୂର୍ଣ୍ଣ […]

astro-1-2-

Niharika Rout
  • Published: Saturday, 14 March 2020
  • , Updated: 14 March 2020, 07:26 AM IST

ମେଷ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ।

ବୃଷ:  ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଖର୍ଚ୍ଚ ବଢ଼ିବ।

ମିଥୁନ: ମନ ପ୍ରଫୁଲ୍ଲିତ ରହିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି।

କର୍କଟ:   ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଆର୍ଥିକ ସ୍ଥିତି ଭଲ ରହିବ। ବ୍ୟସ୍ତତା ଭିତରେ ଦିନଟି କଟିବ।

ସିଂହ:  ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ଘରକୁ ଅତିଥି ଆସିପାରନ୍ତି। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।

କନ୍ୟା:  ପଦୋନ୍ନତିର ଯୋଗ ରହିଛି। ବ୍ୟବସାୟରେ ଲାଭ ମିଳିବ।

ତୁଳା: ଶରୀର ଫୂର୍ତ୍ତି ରହିବ। ମାନ-ସମ୍ମାନ ମିଳିବ। ଛାତିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

ବିଚ୍ଛା:  କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଖାଦ୍ୟପେୟର ଯତ୍ନ ନିଅନ୍ତୁ। ମାଲି ମକଦ୍ଦମାରେ ବିଜୟୀ ହେବେ।

ଧନୁ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। କଳା ଓ ସାହିତ୍ୟ କ୍ଷେତ୍ରରେ ରୁଚି ବଢ଼ିବ।

ମକର:  ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି।

କୁମ୍ଭ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ଆର୍ଥିକ ସ୍ଥିତି ଭଲ ରହିବ। ମାଆଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ମୀନ: ଦିନଟି ଭଲରେ କଟିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି।

Related story