୧୪ ଜୁନ୍‌, ଶୁକ୍ରବାର: ଧନପ୍ରାପ୍ତି ଯୋଗ ରହିଛି

ମେଷ: ନୂତନ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି। ବିବାହ ସ୍ଥିର ହୋଇପାରେ। ବୃଷ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ମିଥୁନ: ଖର୍ଚ୍ଚ ବଢ଼ିବ। ଅପରାହ୍ଣ ପରେ ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ମାଲି ମକଦ୍ଦମାରେ ବିଜୟୀ ହେବେ। କର୍କଟ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ମନ ବିଚଳିତ ରହିବ। ସିଂହ: ମାନ-ସମ୍ମାନ ମିଳିବ। ଆତ୍ମବିଶ୍ୱାସ ବଢ଼ିବ। ପରିବାରରେ […]

astro-1-1-730x430-1-730x430-1-730x430-1-730x430-1-730x430-5-730x430

Tapaswini Nayak
  • Published: Friday, 14 June 2019
  • Updated: 14 June 2019, 07:25 AM IST

Sports

Latest News

ମେଷ: ନୂତନ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି। ବିବାହ ସ୍ଥିର ହୋଇପାରେ।

ବୃଷ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ।

ମିଥୁନ: ଖର୍ଚ୍ଚ ବଢ଼ିବ। ଅପରାହ୍ଣ ପରେ ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ମାଲି ମକଦ୍ଦମାରେ ବିଜୟୀ ହେବେ।

କର୍କଟ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ମନ ବିଚଳିତ ରହିବ।

ସିଂହ: ମାନ-ସମ୍ମାନ ମିଳିବ। ଆତ୍ମବିଶ୍ୱାସ ବଢ଼ିବ। ପରିବାରରେ ହସଖୁସିର ପରିବେଶ ରହିବ। ଜଳାଶୟ ଠାରୁ ଦୂରେଇ ରୁହନ୍ତୁ।

କନ୍ୟା: ଋଣ ଦିଅନ୍ତୁ ନାହିଁ। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ତୁଳା: ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଧାର୍ମିକ ସ୍ଥାନକୁ ଯାତ୍ରା କରିପାରନ୍ତି। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

ବିଚ୍ଛା: ବୁଝି ବିଚାରି ନିଷ୍ପତ୍ତି ନିଅନ୍ତୁ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

ଧନୁ: ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହ ମନୋରଞ୍ଜନ ସ୍ଥାନକୁ ବଲିବାକୁ ଯାଇ ପାରନ୍ତି। ଶରୀରରେ ଆଘାତ ଲାଗି ପାରେ।

ମକର: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ନକାରାତ୍ମକ ଚିନ୍ତାଧାରାଠାରୁ ଦୂରେଇ ରୁହନ୍ତୁ। ପରିବାରର କୌଣସି ସଦସ୍ୟଙ୍କ ସହ ଝଗଡ଼ା ହୋଇପାରେ।

କୁମ୍ଭ: ଚାକିରି କ୍ଷେତ୍ରରେ ପ୍ରଶଂସିତ ହେବେ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ନୂତନ ବସ୍ତ୍ର କିଣିପାରନ୍ତି।

ମୀନ: ଅଳସୁଆ ଅନୁଭବ କରିବେ। କୌଣସି କାମ କରିବାକୁ ଇଚ୍ଛା ହେବ ନାହିଁ। ଆର୍ଥିକ ସଙ୍କଟ ଦେଖା ଦେଇପାରେ। ଘରକୁ ଅତିଥି ଆସିପାରନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story