୧୫ ଡିସେମ୍ୱର,ରବିବାର: ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି

ମେଷ: ବୁଝିବିଚାରି ନିଷ୍ପତ୍ତି ନିଅନ୍ତୁ। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ଲେଖକ ଓ କଳାକାରଙ୍କ ପାଇଁ ଦିନଟି ଭଲରେ କଟିବ। ବୃଷ: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ପରିବାରରେ ହସଖୁସିର ବାତାବରଣ ରହିବ। ଧନପ୍ରାପ୍ତି ଯୋଗ ରହିଛି। ମିଥୁନ: ଆତ୍ମବିଶ୍ୱାସ ବଢ଼ିବ। ଅସୁସ୍ଥ ଅନୁଭବ କରିବେ। ବାଦ-ବିବାଦ ଠାରୁ ଯଥା ସମ୍ଭବ ନିଜକୁ ଦୂରେଇ ରଖନ୍ତୁ। କର୍କଟ: ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ସିଂହ: ନୂତନ କାର୍ଯ୍ୟ […]

astro-ok-new.jpg-1

astro-ok-new.jpg-1

Jyoshna Pradhan
  • Published: Sunday, 15 December 2019
  • Updated: 15 December 2019, 07:24 AM IST

Sports

Latest News

ମେଷ: ବୁଝିବିଚାରି ନିଷ୍ପତ୍ତି ନିଅନ୍ତୁ। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ଲେଖକ ଓ କଳାକାରଙ୍କ ପାଇଁ ଦିନଟି ଭଲରେ କଟିବ।

ବୃଷ: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ପରିବାରରେ ହସଖୁସିର ବାତାବରଣ ରହିବ। ଧନପ୍ରାପ୍ତି ଯୋଗ ରହିଛି।

ମିଥୁନ: ଆତ୍ମବିଶ୍ୱାସ ବଢ଼ିବ। ଅସୁସ୍ଥ ଅନୁଭବ କରିବେ। ବାଦ-ବିବାଦ ଠାରୁ ଯଥା ସମ୍ଭବ ନିଜକୁ ଦୂରେଇ ରଖନ୍ତୁ।

କର୍କଟ: ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

ସିଂହ: ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ଉପହାର ମିଳିପାରେ। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି।

କନ୍ୟା: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ଦାମ୍ପତ୍ୟ ଜୀବନ ଭଲରେ କଟିବ। ସହକର୍ମୀଙ୍କ ସହଯୋଗ ମିଳିବ।

ତୁଳା: ଅଧିକ ପରିଶ୍ରମ କରିବେ। ବିଦେଶ ଯାତ୍ରା କରିପାରନ୍ତି। ଖାଦ୍ୟପେୟର ଯତ୍ନ ନିଅନ୍ତୁ।

ବିଚ୍ଛା: ଶରୀର ଫୂର୍ତ୍ତି ରହିବ। ଅଳସୁଆ ଅନୁଭବ କରିପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

ଧନୁ: ଦିନଟି ଭଲରେ କଟିବ। ଘରେ ମାଙ୍ଗଳିକ କାର୍ଯ୍ୟ ଆୟୋଜନ କରିପାରନ୍ତି। ଆର୍ଥିକ ସ୍ଥିତି ଭଲ ରହିବ।

ମକର: ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରନ୍ତି। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

କୁମ୍ଭ: ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଖେଳାଳିଙ୍କ ପାଇଁ ଦିନଟି ଭଲରେ କଟିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

ମୀନ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। କ୍ୟାରିୟର୍‌ରେ ପରିବର୍ତ୍ତନ କରିପାରନ୍ତି। ମାନ-ସମ୍ମାନ ମିଳିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story