୧୫ ମାର୍ଚ୍ଚ, ରବିବାର: ବୁଝିବିଚାରି ନିଷ୍ପତ୍ତି ନିଅନ୍ତୁ

ମେଷ: ବୁଝିବିଚାରି ନିଷ୍ପତ୍ତି ନିଅନ୍ତୁ। ଲେଖକ ଓ କଳାକାରଙ୍କ ପାଇଁ ଦିନଟି ଭଲରେ କଟିବ। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ବୃଷ: ପରିବାରରେ ହସଖୁସିର ବାତାବରଣ ରହିବ। ଧନପ୍ରାପ୍ତି ଯୋଗ ରହିଛି। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ମିଥୁନ: ଅସୁସ୍ଥ ଅନୁଭବ କରିବେ। ଆତ୍ମବିଶ୍ୱାସ ବଢ଼ିବ। ବାଦ-ବିବାଦ ଠାରୁ ଯଥା ସମ୍ଭବ ନିଜକୁ ଦୂରେଇ ରଖନ୍ତୁ। କର୍କଟ: ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ସିଂହ: ନୂତନ କାର୍ଯ୍ୟ ଆରମ୍ଭ […]

astro-1-2-

Jyoshna Pradhan
  • Published: Sunday, 15 March 2020
  • , Updated: 27 May 2020, 07:35 AM IST

ମେଷ: ବୁଝିବିଚାରି ନିଷ୍ପତ୍ତି ନିଅନ୍ତୁ। ଲେଖକ ଓ କଳାକାରଙ୍କ ପାଇଁ ଦିନଟି ଭଲରେ କଟିବ। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି।

ବୃଷ: ପରିବାରରେ ହସଖୁସିର ବାତାବରଣ ରହିବ। ଧନପ୍ରାପ୍ତି ଯୋଗ ରହିଛି। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ।

ମିଥୁନ: ଅସୁସ୍ଥ ଅନୁଭବ କରିବେ। ଆତ୍ମବିଶ୍ୱାସ ବଢ଼ିବ। ବାଦ-ବିବାଦ ଠାରୁ ଯଥା ସମ୍ଭବ ନିଜକୁ ଦୂରେଇ ରଖନ୍ତୁ।

କର୍କଟ: ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

ସିଂହ: ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ଉପହାର ମିଳିପାରେ। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି।

କନ୍ୟା:  ଦାମ୍ପତ୍ୟ ଜୀବନ ଭଲରେ କଟିବ। ସହକର୍ମୀଙ୍କ ସହଯୋଗ ମିଳିବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ।

ତୁଳା: ଅଧିକ ପରିଶ୍ରମ କରିବେ। ଖାଦ୍ୟପେୟର ଯତ୍ନ ନିଅନ୍ତୁ। ବିଦେଶ ଯାତ୍ରା କରିପାରନ୍ତି।

ବିଚ୍ଛା: ଶରୀର ଫୂର୍ତ୍ତି ରହିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ଅଳସୁଆ ଅନୁଭବ କରିପାରନ୍ତି।

ଧନୁ:  ଘରେ ମାଙ୍ଗଳିକ କାର୍ଯ୍ୟ ଆୟୋଜନ କରିପାରନ୍ତି। ଆର୍ଥିକ ସ୍ଥିତି ଭଲ ରହିବ। ଦିନଟି ଭଲରେ କଟିବ।

ମକର: ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରନ୍ତି। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

କୁମ୍ଭ: ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଖେଳାଳିଙ୍କ ପାଇଁ ଦିନଟି ଭଲରେ କଟିବ।

ମୀନ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ ମାନ-ସମ୍ମାନ ମିଳିବ। କ୍ୟାରିୟର୍‌ରେ ପରିବର୍ତ୍ତନ କରିପାରନ୍ତି।

Related story