୧୬ ଅଗଷ୍ଟ, ଶୁକ୍ରବାର: ମନରେ ଦ୍ୱନ୍ଦ୍ୱ ରହିବ

ମେଷ: ପରିବାରରେ ହସଖୁସିର ପରିବେଶ ରହିବ। ପଦୋନ୍ନତିର ଯୋଗ ରହିଛି। ଜଳାଶୟ ଠାରୁ ଦୂରେଇ ରୁହନ୍ତୁ।

ବୃଷ: ବ୍ୟବସାୟରେ ଆଶା ମୁତବାକ ଲାଭ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। ଅପରାହ୍ଣ ପରେ ଶୁଭ ଖବର ଶୁଣି ପାରନ୍ତି।

ମିଥୁନ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ସହକର୍ମୀଙ୍କ ସହ ମତାନ୍ତର ହୋଇପାରେ।

କର୍କଟ: ନୂତନ ପୋଷାକ କିଣିପାରନ୍ତି। ହସଖୁସିରେ ସମୟ ବିତାଇବେ। ବୀପରିତ ଲିଙ୍ଗ ବ୍ୟକ୍ତିଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି।

ସିଂହ:  ବ୍ୟସ୍ତତା ଭିତରେ ଦିନଟି କଟିବ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଚିନ୍ତିତ ରହିବେ।

କନ୍ୟା: ପିଲାଙ୍କ ପାଠପଢ଼ା ନେଇ ଚିନ୍ତିତ ରହିବେ। ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଛାତ୍ରଛାତ୍ରୀମାନେ ମନଦେଇ ପାଠପଢ଼ନ୍ତୁ।

ତୁଳା: ଅସୁସ୍ଥ ଅନୁଭବ କରିବେ। ମାଲିମକଦ୍ଦମାରେ ବିଜୟୀ ହେବେ। ଗୁରୁଜନଙ୍କ ଆର୍ଶୀବାଦ ମିଳିବ।

ବିଚ୍ଛା:  ଭାଗ୍ୟ ବୃଦ୍ଧି ହେବ। ଭାଇ ଓ ବନ୍ଧୁଙ୍କଠାରୁ ସହଯୋଗ ମିଳିବ। ପ୍ରତିଦ୍ୱନ୍ଦ୍ୱୀଙ୍କୁ ପରାସ୍ତ କରିବେ।

ଧନୁ: ମନରେ ଦ୍ୱନ୍ଦ୍ୱ ରହିବ। ଅଧିକ ପରିଶ୍ରମ କରିବେ। ଖର୍ଚ୍ଚ ବଢ଼ିବ।

ମକର: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ସ୍ୱାଦିଷ୍ଟ ଖାଦ୍ୟ ଖାଇବେ। ଯାନବାହନ କିଣିପାରନ୍ତି।

କୁମ୍ଭ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଋଣ ଦିଅନ୍ତୁ ନାହିଁ। ଦୁର୍ଘଟଣାର ଯୋଗ ରହିଛି। ସତର୍କ ରୁହନ୍ତୁ।

ମୀନ: ଦିନଟି ଭଲରେ କଟିବ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

ଆହୁରି ପଢ଼ନ୍ତୁ

ସିରାଜ ଓ ଚହଲଙ୍କ ଚମକ, ୮୪ ରନରେ ଅଟକିଲା କୋଲକାତା

ଟସ୍ ଜିତିଲା କେକେଆର୍, ରସେଲ୍‌ ଆଉଟ୍

ଚେନ୍ନାଇକୁ ବଡ଼ ଝଟକା: ଆଇପିଏଲରୁ ବ୍ରାଭୋ ଆଉଟ

ରିଲିଜ୍ ପୂର୍ବରୁ ବିବାଦରେ ଫସିଲା ଅକ୍ଷୟ ଓ କିଆରାଙ୍କ ଫିଲ୍ମ ‘ଲକ୍ଷ୍ମୀ ବମ୍’

କରୋନା ଚିକିତ୍ସାରେ କାମ ଦେଉନି ପ୍ଲାଜମା ଥେରାପି

୨୧ଅକ୍ଟୋବର,ବୁଧବାର; କଥା ଉପରେ ନିୟନ୍ତ୍ରଣ ରଖନ୍ତୁ

ପୁଣି ଶତକ ମାରିଲେ ଧୱନ, ପଞ୍ଜାବ ଆଗରେ ୧୬୫ ରନ୍‌ର ଟାର୍ଗେଟ

ପ୍ରଥମେ ବ୍ୟାଟିଂ କରିବ ଦିଲ୍ଲୀ: ଡେବ୍ୟୁ କରିବେ ସାମ୍ସ, କମବ୍ୟାକ୍‌ କଲେ ପନ୍ତ

ପାରିବାରିକ ବିବାଦ ଯୋଗୁ ଲଣ୍ଡନ ଚାଲି ଯାଇଛନ୍ତି କି ସିନ୍ଧୁ? ଦେଲେ ସ୍ପଷ୍ଟୀକରଣ

ଆଜି ସନ୍ଧ୍ୟାରେ ଦେଶବାସୀଙ୍କୁ କ’ଣ କହିବେ ପ୍ରଧାନମନ୍ତ୍ରୀ ମୋଦି

ମହିଳା ନେତ୍ରୀଙ୍କୁ ‘ଆଇଟମ୍’ କହି ବିବାଦରେ କମଲନାଥ, ଜବାବ ଦେଲେ ଶିବରାଜ

୨୦ ଅକ୍ଟୋବର,ମଙ୍ଗଳବାର: ସାମାଜିକ ପ୍ରତିଷ୍ଠା ବଢ଼ିବ