୧୬ ଜାନୁଆରୀ, ଗୁରୁବାର: ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ

ମେଷ: ଋଣ ଦିଅନ୍ତୁ ନାହିଁ। ମନରେ ଏକାଗ୍ରତା ରହିବ ନାହିଁ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ବୃଷ: ମାନ-ସମ୍ମାନ ମିଳିବ। ବୌଦ୍ଧିକ ଚର୍ଚ୍ଚାରେ ଭାଗ ନେଇ ପାରନ୍ତି। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ମିଥୁନ:  ଆଧ୍ୟାତ୍ମିକ ସ୍ଥାନକୁ ଯାଇପାରନ୍ତି। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ବିବାହ ସ୍ଥିର ହୋଇପାରେ। କର୍କଟ: ବନ୍ଧୁଙ୍କ ସହ ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି। ଅଳସୁଆ ଅନୁଭବ କରିବେ। ସିଂହ: ଦାମ୍ପତ୍ୟ ଜୀବନ ଖୁସିରେ […]

rasiphala-1..

rasiphala-1..

Niharika Rout
  • Published: Thursday, 16 January 2020
  • Updated: 16 January 2020, 07:15 AM IST

Sports

Latest News

ମେଷ: ଋଣ ଦିଅନ୍ତୁ ନାହିଁ। ମନରେ ଏକାଗ୍ରତା ରହିବ ନାହିଁ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ।

ବୃଷ: ମାନ-ସମ୍ମାନ ମିଳିବ। ବୌଦ୍ଧିକ ଚର୍ଚ୍ଚାରେ ଭାଗ ନେଇ ପାରନ୍ତି। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

ମିଥୁନ:  ଆଧ୍ୟାତ୍ମିକ ସ୍ଥାନକୁ ଯାଇପାରନ୍ତି। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ବିବାହ ସ୍ଥିର ହୋଇପାରେ।

କର୍କଟ: ବନ୍ଧୁଙ୍କ ସହ ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି। ଅଳସୁଆ ଅନୁଭବ କରିବେ।

ସିଂହ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଉପହାର ମିଳିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

କନ୍ୟା: କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ଅପରାହ୍ଣ ପରେ ଅସୁସ୍ଥ ଅନୁଭବ କରିପାରନ୍ତି। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ।

ତୁଳା: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଖାଦ୍ୟପେୟର ଯତ୍ନ ନିଅନ୍ତୁ।

ବିଚ୍ଛା:  ବ୍ୟସ୍ତତା ଭିତରେ ଦିନଟି କଟିବ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଖର୍ଚ୍ଚ ବଢ଼ିବ।

ଧନୁ: ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଜଳାଶୟ ଠାରୁ ଦୂରେଇ ରୁହନ୍ତୁ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ।

ମକର: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ପରିବାରରେ ହସଖୁସିର ପରିବେଶ ରହିବ। ମନ ଖୁସି ରହିବ।

କୁମ୍ଭ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଧନପ୍ରାପ୍ତି ଯୋଗ ରହିଛି।

ମୀନ: କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ପଦୋନ୍ନତିର ଯୋଗ ରହିଛି। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story