୧୬ ମାର୍ଚ୍ଚ, ସୋମବାର: ଦ୍ୱନ୍ଦ୍ୱ ଭିତରେ ରହିବେ

ମେଷ: ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଋଣ ଦିଅନ୍ତୁ ନାହିଁ। ଧାର୍ମିକ କାର୍ଯ୍ୟରେ ଅର୍ଥ ଖର୍ଚ୍ଚ ହୋଇପାରେ। ବୃଷ: ଧନପ୍ରାପ୍ତି ଯୋଗ ରହିଛି। ବିବାହ ସ୍ଥିର ହୋଇପାରେ। ପରିବାରରେ ହସଖୁସିର ପରିବେଶ ରହିବ। ମିଥୁନ: ମିଠା କଥା କହି ଲୋକଙ୍କ ମନ ଜିତିବେ। ଖର୍ଚ୍ଚ ବଢ଼ିବ। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। କର୍କଟ:  ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଉଚ୍ଚଅଧିକାରୀଙ୍କ ସହଯୋଗ ମିଳିବ। ସିଂହ: ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। କୌଣସି କଥାକୁ ନେଇ ଚିନ୍ତିତ ରହିବେ। ବନ୍ଧୁଙ୍କ […]

astro-1-2-

astro-1-2-

Jyoshna Pradhan
  • Published: Monday, 16 March 2020
  • Updated: 15 June 2020, 07:47 AM IST

Sports

Latest News

ମେଷ: ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଋଣ ଦିଅନ୍ତୁ ନାହିଁ। ଧାର୍ମିକ କାର୍ଯ୍ୟରେ ଅର୍ଥ ଖର୍ଚ୍ଚ ହୋଇପାରେ।

ବୃଷ: ଧନପ୍ରାପ୍ତି ଯୋଗ ରହିଛି। ବିବାହ ସ୍ଥିର ହୋଇପାରେ। ପରିବାରରେ ହସଖୁସିର ପରିବେଶ ରହିବ।

ମିଥୁନ: ମିଠା କଥା କହି ଲୋକଙ୍କ ମନ ଜିତିବେ। ଖର୍ଚ୍ଚ ବଢ଼ିବ। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

କର୍କଟ:  ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଉଚ୍ଚଅଧିକାରୀଙ୍କ ସହଯୋଗ ମିଳିବ।

ସିଂହ: ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। କୌଣସି କଥାକୁ ନେଇ ଚିନ୍ତିତ ରହିବେ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ।

କନ୍ୟା:  ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଅସୁସ୍ଥ ଅନୁଭବ କରିବେ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ତୁଳା: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ। ଛାତ୍ରଛାତ୍ରୀଙ୍କମାନେ ପରୀକ୍ଷାରେ ସଫଳତା ପାଇବେ।

ବିଚ୍ଛା: ମାନ-ସମ୍ମାନ ମିଳିବ। କୌଣସି ଦର୍ଶନୀୟ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

ଧନୁ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। ମାଆ ଲକ୍ଷ୍ମୀଙ୍କ ଆଶୀର୍ବାଦ ମିଳିବ। ଶରୀର ଫୂର୍ତ୍ତି ରହିବ।

ମକର: ଅଳସୁଆ ଅନୁଭବ କରିବେ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ଭାଗ୍ୟ ବୃଦ୍ଧି ହେବ।

କୁମ୍ଭ: ବ୍ୟବସାୟରେ ପରିବର୍ତ୍ତନ କରନ୍ତୁ ନାହିଁ। ବୁଝି ବିଚାରି ନିଷ୍ପତ୍ତି ନିଅନ୍ତୁ। ନୂତନ ପୋଷାକ କିଣିପାରନ୍ତି। ବନ୍ଧୁଙ୍କ ସହ ସମୟ ବିତାଇବେ।

ମୀନ:  ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଦ୍ୱନ୍ଦ୍ୱ ଭିତରେ ରହିବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story