୧୬ ଅକ୍ଟୋବର,ବୁଧବାର: ଦୂରସ୍ଥାନକୁ ଯାତ୍ରା କରିପାରନ୍ତି

ମେଷ: କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଦୁର୍ଘଟଣା ଯୋଗ ରହିଛି, ତେଣୁ ସତର୍କ ରୁହନ୍ତୁ। ବୃଷ: ଉତ୍ସାହ ବୃଦ୍ଧି ହେବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ମିଥୁନ: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। କର୍କଟ: ଅଳସୁଆ ଅନୁଭବ କରିବେ। କୌଣସି କାର୍ଯ୍ୟ କରିବାକୁ ଇଚ୍ଛା ହେବ ନାହିଁ। ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ସିଂହ: ବାଦ-ବିବାଦଠାରୁ ଦୂରେଇ […]

ttttttttttttttttt

ttttttttttttttttt

Tapaswini Nayak
  • Published: Wednesday, 16 October 2019
  • Updated: 16 October 2019, 07:22 AM IST

Sports

Latest News

ମେଷ: କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଦୁର୍ଘଟଣା ଯୋଗ ରହିଛି, ତେଣୁ ସତର୍କ ରୁହନ୍ତୁ।

ବୃଷ: ଉତ୍ସାହ ବୃଦ୍ଧି ହେବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

ମିଥୁନ: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ।

କର୍କଟ: ଅଳସୁଆ ଅନୁଭବ କରିବେ। କୌଣସି କାର୍ଯ୍ୟ କରିବାକୁ ଇଚ୍ଛା ହେବ ନାହିଁ। ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

ସିଂହ: ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ମାଲି-ମକଦ୍ଦମାରେ ବିଜୟୀ ହେବେ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

କନ୍ୟା: ଦିନଟି ଖୁସିରେ କଟିବ। ଘରକୁ ଅତିଥି ଆସିପାରନ୍ତି। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ।

ତୁଳା: ପଦୋନ୍ନତିର ଯୋଗ ରହିଛି। ପରିବାରରେ ହସଖୁସିର ପରିବେଶ ରହିବ। ଶରୀର ସୁସ୍ଥ ରହିବ।

ବିଚ୍ଛା: ବ୍ୟବସାୟରେ ଆଶା ମୁତାବକୁ ଲାଭ ମିଳିବ। ପିଲାଙ୍କୁ ନେଇ ଚିନ୍ତିତ ରହିବେ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।

ଧନୁ: ବିବାହ ସ୍ଥିର ହୋଇପାରେ। ଘରେ ମାଙ୍ଗଳିକ କାର୍ଯ୍ୟ କରିପାରନ୍ତି। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି।

ମକର: ମାନ-ସମ୍ମାନ ମିଳିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ନୂତନ କାର୍ଯ୍ୟରେ ଯୋଗ ଦେଇପାରନ୍ତି।

କୁମ୍ଭ: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଘର ପାଇଁ ଜିନିଷ କିଣିପାରନ୍ତି । ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ।

ମୀନ: ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଧନପ୍ରାପ୍ତି ଯୋଗ ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story