ମେ’୧୬, ଗୁରୁବାର: ଅସମ୍ପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବ

ମେଷ: ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହଯୋଗ ମିଳିବ। ବ୍ୟବସାୟ ସମ୍ପର୍କିତ ମାମଲାରେ ଟିକେ ସତର୍କ ରୁହନ୍ତୁ। ବୃଷ: ଅଧିକ ଚିନ୍ତିତ ରହିବେ। ଅଯଥା କଥାକୁ ନେଇ ଚର୍ଚ୍ଚା କରନ୍ତୁ ନାହିଁ। ବ୍ୟବହାର ଓ କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ମିଥୁନ: ଜୀବନସାଥୀଙ୍କ ସହଯୋଗ ମିଳିବ। ଚାକିରି କ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ବିଦ୍ୟାର୍ଥୀମାନେ ପାଠପଢ଼ାରେ ଧ୍ୟାନ ଦିଅନ୍ତୁ। କର୍କଟ: ଅସମ୍ପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ପରିବାରରେ ଶାନ୍ତି ଓ ଆନନ୍ଦର ବାତାବରଣ ରହିବ। ସ୍ୱାସ୍ଥ୍ୟ ଭଲ […]

astro-ok-new-7

astro-ok-new-7

Tapaswini Nayak
  • Published: Thursday, 16 May 2019
  • Updated: 16 May 2019, 08:31 AM IST

Sports

Latest News

ମେଷ: ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହଯୋଗ ମିଳିବ। ବ୍ୟବସାୟ ସମ୍ପର୍କିତ ମାମଲାରେ ଟିକେ ସତର୍କ ରୁହନ୍ତୁ।

ବୃଷ: ଅଧିକ ଚିନ୍ତିତ ରହିବେ। ଅଯଥା କଥାକୁ ନେଇ ଚର୍ଚ୍ଚା କରନ୍ତୁ ନାହିଁ। ବ୍ୟବହାର ଓ କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ।

ମିଥୁନ: ଜୀବନସାଥୀଙ୍କ ସହଯୋଗ ମିଳିବ। ଚାକିରି କ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ବିଦ୍ୟାର୍ଥୀମାନେ ପାଠପଢ଼ାରେ ଧ୍ୟାନ ଦିଅନ୍ତୁ।

କର୍କଟ: ଅସମ୍ପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ପରିବାରରେ ଶାନ୍ତି ଓ ଆନନ୍ଦର ବାତାବରଣ ରହିବ। ସ୍ୱାସ୍ଥ୍ୟ ଭଲ ରହିବ।

ସିଂହ: ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ। ଅର୍ଥ କାରବାରକୁ ନେଇ କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। କୋର୍ଟ କଚେରୀ ମାମଲାରୁ ଦୂରେଇ ରୁହନ୍ତୁ।

କନ୍ୟା: ଅଟକି ରହିଥିବା ଧନ ମିଳିବ। ଅଯଥା କଥାକୁ ନେଇ ଚର୍ଚ୍ଚା କରନ୍ତୁ ନାହିଁ। ବିଦେଶ ଯାତ୍ରାର ଯୋଗ ରହିଛି।

ତୁଳା: ଚାକିରି କରିଥିବା ବ୍ୟକ୍ତିଙ୍କ ପଦୋନ୍ନତି ହେବାର ସମ୍ଭାବନା ରହିଛି। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଧନପ୍ରାପ୍ତି ଯୋଗ ରହିଛି।

ବିଛା: ବ୍ୟବସାୟ କ୍ଷେତ୍ରରେ ଆଶାମୁତାବକ ଲାଭ ମିଳିବ। ପରିବାର ସହିତ କୌଣସି ସ୍ଥାନକୁ ଭ୍ରମଣରେ ଯାଇପାରନ୍ତି। ଜଳାଶୟଠାରୁ ଦୂରେଇ ରୁହନ୍ତୁ।

ଧନୁ: ବାଦ-ବିବାଦ ଠାରୁ ଦୂରରେ ରୁହନ୍ତୁ। ବୟସ୍କ ବ୍ୟକ୍ତିଙ୍କୁ ସମ୍ମାନ କରନ୍ତୁ। ଆଜି କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନ ନେଲେ ଭଲ।

ମକର: ଗାଡ଼ି ଚଲାଇବା ବେଳେ ସତର୍କତା ଅବଲମ୍ବନ କରନ୍ତୁ। ଖର୍ଚ୍ଚ ବଢ଼ିପାରେ। ତେଣୁ ଦେଖିଚାହିଁ ଖର୍ଚ୍ଚ କରନ୍ତୁ। ଭଗବାନଙ୍କୁ ସ୍ମରଣ କରନ୍ତୁ।

କୁମ୍ଭ: ଦିନଟି ଭଲରେ କଟିବ। କାର୍ଯ୍ୟରେ ସଫଳତା ମିଳିବ। ବ୍ୟବହାର ଓ କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ।

ମୀନ: ଶୁଭ ଖବର ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। ପେଟରେ ଯନ୍ତ୍ରଣା ହୋଇପାରେ। ପରିବାରରେ ଭଲ ବାତାବରଣ ରହିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story