୧୭ ଡିସେମ୍ୱର,ମଙ୍ଗଳବାର: ଆତ୍ମବିଶ୍ୱାସ ବଢ଼ିବ

ମେଷ: ନୂତନ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ବୃଷ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଆଧ୍ୟାତ୍ମିକ ସ୍ଥାନକୁ ଯାଇପାରନ୍ତି। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ମିଥୁନ: ପରିବାରରେ ହସଖୁସିର ପରିବେଶ ରହିବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। କର୍କଟ: କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଖର୍ଚ୍ଚ ବଢ଼ିବ। ସିଂହ: ଗୁରୁଜନଙ୍କ ଆଶୀର୍ବାଦ […]

ttttttttttttttttt

Tapaswini Nayak
  • Published: Tuesday, 17 December 2019
  • , Updated: 17 December 2019, 07:27 AM IST

ମେଷ: ନୂତନ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।

ବୃଷ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଆଧ୍ୟାତ୍ମିକ ସ୍ଥାନକୁ ଯାଇପାରନ୍ତି। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

ମିଥୁନ: ପରିବାରରେ ହସଖୁସିର ପରିବେଶ ରହିବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ।

କର୍କଟ: କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଖର୍ଚ୍ଚ ବଢ଼ିବ।

ସିଂହ: ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ମାଲିମକଦ୍ଦମାରେ ବିଜୟୀ ହେବେ। ବନ୍ଧୁଙ୍କ ସହ ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି।

କନ୍ୟା: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ତୁଳା: ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ।

ବିଚ୍ଛା: ମନ ଖୁସି ରହିବ। ଆତ୍ମବିଶ୍ୱାସ ବଢ଼ିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

ଧନୁ: ଦିନଟି ଭଲରେ କଟିବ। ପୁରୁଣା ବନ୍ଧୁଙ୍କ ସହିତ ସାକ୍ଷାତ ହୋଇପାରେ। ଅପରାହ୍ଣ ପରେ ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି।

ମକର: ଜୀବନସାଥୀଙ୍କ ସହଯୋଗ ମିଳିବ। ବିବାହ ସ୍ଥିର ହୋଇପାରେ। ଆର୍ଥିକ ସ୍ଥିତି ଭଲ ରହିବ।

କୁମ୍ଭ: ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ପଦୋନ୍ନତିର ଯୋଗ ରହିଛି। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।

ମୀନ: ଘରକୁ ଅତିଥି ଆସିପାରନ୍ତି। ଚାକିରିକୁ ନେଇ ଚିନ୍ତିତ ରହିପାରନ୍ତି। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି।

Related story