ଜୁନ୍‌ ୧୭, ବୁଧବାର: ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ

ମେଷ: ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଘରେ ହସଖୁସିର ପରିବେଶ ରହିବ। ବୃଷ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଅସୁସ୍ଥ ଅନୁଭବ କରିପାରନ୍ତି। ମିଥୁନ: ଦିନଟି ଭଲରେ କଟିବ। ଅଧିକ ପରିଶ୍ରମ କରିବେ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। କର୍କଟ: ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ସିଂହ: ଦାମ୍ପତ୍ୟ ଜୀବନ […]

colorful-astrology-1234 (1)

Tapaswini Nayak
  • Published: Wednesday, 17 June 2020
  • , Updated: 17 June 2020, 07:45 AM IST

ମେଷ: ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଘରେ ହସଖୁସିର ପରିବେଶ ରହିବ।

ବୃଷ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଅସୁସ୍ଥ ଅନୁଭବ କରିପାରନ୍ତି।

ମିଥୁନ: ଦିନଟି ଭଲରେ କଟିବ। ଅଧିକ ପରିଶ୍ରମ କରିବେ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ।

କର୍କଟ: ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି।

ସିଂହ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇବେ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି।

କନ୍ୟା: ଦୁର୍ଘଟଣା ଯୋଗ ରହିଛି। ସତର୍କ ରୁହନ୍ତୁ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ।

ତୁଳା: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

ବିଚ୍ଛା: କର୍ମକ୍ଷେତ୍ରରେ ପରିବର୍ତ୍ତନ ଘଟିବ। ଯାନବାହନ କିଣିପାରନ୍ତି। ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

ଧନୁ: ବ୍ୟସ୍ତତା ଭିତରେ ଦିନଟି କଟିବ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ମାନ-ସମ୍ମାନ ମିଳିବ।

ମକର: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିପାରନ୍ତି। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

କୁମ୍ଭ: ଉଚ୍ଚଅଧିକାରୀଙ୍କ ସହଯୋଗ ମିଳିବ। ଧନପ୍ରାପ୍ତି ଯୋଗ ରହିଛି। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ।

ମୀନ: ଅଳସୁଆ ଅନୁଭବ କରିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ନୂଆ ଲୋକଙ୍କ ସହ ସଂପର୍କ ହେବ।

Related story