୧୭ ମାର୍ଚ୍ଚ, ମଙ୍ଗଳବାର: ଧାର୍ମିକ କାର୍ଯ୍ୟରେ ଅର୍ଥ ଖର୍ଚ୍ଚ ହୋଇପାରେ

ମେଷ: ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଧାର୍ମିକ କାର୍ଯ୍ୟରେ ଅର୍ଥ ଖର୍ଚ୍ଚ ହୋଇପାରେ। ଋଣ ଦିଅନ୍ତୁ ନାହିଁ। ବୃଷ: ଅଳସୁଆ ଅନୁଭବ କରିବେ।  ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ମିଥୁନ: ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। କର୍କଟ: ଦର୍ଶନୀୟ ସ୍ଥାନ ବୁଲିବାକୁ ଯାଇପାରନ୍ତି। ମାନ-ସମ୍ମାନ ମିଳିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ସିଂହ:  କୌଣସି କଥାକୁ ନେଇ ଚିନ୍ତିତ ରହିବେ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। […]

ttttttttttttttttt-1-300x164

ttttttttttttttttt-1-300x164

Niharika Rout
  • Published: Tuesday, 17 March 2020
  • Updated: 17 March 2020, 07:16 AM IST

Sports

Latest News

ମେଷ: ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଧାର୍ମିକ କାର୍ଯ୍ୟରେ ଅର୍ଥ ଖର୍ଚ୍ଚ ହୋଇପାରେ। ଋଣ ଦିଅନ୍ତୁ ନାହିଁ।

ବୃଷ: ଅଳସୁଆ ଅନୁଭବ କରିବେ।  ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ।

ମିଥୁନ: ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ।

କର୍କଟ: ଦର୍ଶନୀୟ ସ୍ଥାନ ବୁଲିବାକୁ ଯାଇପାରନ୍ତି। ମାନ-ସମ୍ମାନ ମିଳିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

ସିଂହ:  କୌଣସି କଥାକୁ ନେଇ ଚିନ୍ତିତ ରହିବେ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ।

କନ୍ୟା:  ବିବାହ ସ୍ଥିର ହୋଇପାରେ। ଧନପ୍ରାପ୍ତି ଯୋଗ ରହିଛି। ପରିବାରରେ ହସଖୁସିର ପରିବେଶ ରହିବ।

ତୁଳା: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଅସୁସ୍ଥ ଅନୁଭବ କରିବେ।

ବିଚ୍ଛା: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। ମା’ ଲକ୍ଷ୍ମୀଙ୍କ ଆଶୀର୍ବାଦ ମିଳିବ। ଶରୀର ଫୂର୍ତ୍ତି ରହିବ।

ଧନୁ:  ମିଠା କଥା କହି ଲୋକଙ୍କ ମନ ଜିତିବେ। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଖର୍ଚ୍ଚ ବଢ଼ିବ।

ମକର: ଦ୍ୱନ୍ଦ୍ୱ ଭିତରେ ରହିବେ। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

କୁମ୍ଭ: ବୁଝି ବିଚାରି ନିଷ୍ପତ୍ତି ନିଅନ୍ତୁ। ନୂତନ ପୋଷାକ କିଣିପାରନ୍ତି। ବନ୍ଧୁଙ୍କ ସହ ସମୟ ବିତାଇବେ।

ମୀନ:  ଉଚ୍ଚଅଧିକାରୀଙ୍କ ସହଯୋଗ ମିଳିବ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।   

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story