୧୭ ମାର୍ଚ୍ଚ, ମଙ୍ଗଳବାର: ଧାର୍ମିକ କାର୍ଯ୍ୟରେ ଅର୍ଥ ଖର୍ଚ୍ଚ ହୋଇପାରେ

ମେଷ: ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଧାର୍ମିକ କାର୍ଯ୍ୟରେ ଅର୍ଥ ଖର୍ଚ୍ଚ ହୋଇପାରେ। ଋଣ ଦିଅନ୍ତୁ ନାହିଁ। ବୃଷ: ଅଳସୁଆ ଅନୁଭବ କରିବେ।  ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ମିଥୁନ: ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। କର୍କଟ: ଦର୍ଶନୀୟ ସ୍ଥାନ ବୁଲିବାକୁ ଯାଇପାରନ୍ତି। ମାନ-ସମ୍ମାନ ମିଳିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ସିଂହ:  କୌଣସି କଥାକୁ ନେଇ ଚିନ୍ତିତ ରହିବେ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। […]

ttttttttttttttttt-1-300x164

Niharika Rout
  • Published: Tuesday, 17 March 2020
  • , Updated: 17 March 2020, 07:16 AM IST

ମେଷ: ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଧାର୍ମିକ କାର୍ଯ୍ୟରେ ଅର୍ଥ ଖର୍ଚ୍ଚ ହୋଇପାରେ। ଋଣ ଦିଅନ୍ତୁ ନାହିଁ।

ବୃଷ: ଅଳସୁଆ ଅନୁଭବ କରିବେ।  ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ।

ମିଥୁନ: ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ।

କର୍କଟ: ଦର୍ଶନୀୟ ସ୍ଥାନ ବୁଲିବାକୁ ଯାଇପାରନ୍ତି। ମାନ-ସମ୍ମାନ ମିଳିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

ସିଂହ:  କୌଣସି କଥାକୁ ନେଇ ଚିନ୍ତିତ ରହିବେ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ।

କନ୍ୟା:  ବିବାହ ସ୍ଥିର ହୋଇପାରେ। ଧନପ୍ରାପ୍ତି ଯୋଗ ରହିଛି। ପରିବାରରେ ହସଖୁସିର ପରିବେଶ ରହିବ।

ତୁଳା: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଅସୁସ୍ଥ ଅନୁଭବ କରିବେ।

ବିଚ୍ଛା: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। ମା’ ଲକ୍ଷ୍ମୀଙ୍କ ଆଶୀର୍ବାଦ ମିଳିବ। ଶରୀର ଫୂର୍ତ୍ତି ରହିବ।

ଧନୁ:  ମିଠା କଥା କହି ଲୋକଙ୍କ ମନ ଜିତିବେ। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଖର୍ଚ୍ଚ ବଢ଼ିବ।

ମକର: ଦ୍ୱନ୍ଦ୍ୱ ଭିତରେ ରହିବେ। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

କୁମ୍ଭ: ବୁଝି ବିଚାରି ନିଷ୍ପତ୍ତି ନିଅନ୍ତୁ। ନୂତନ ପୋଷାକ କିଣିପାରନ୍ତି। ବନ୍ଧୁଙ୍କ ସହ ସମୟ ବିତାଇବେ।

ମୀନ:  ଉଚ୍ଚଅଧିକାରୀଙ୍କ ସହଯୋଗ ମିଳିବ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।   

Related story