୧୮ ଅଗଷ୍ଟ, ରବିବାର: ଜଳାଶୟଠାରୁ ଦୂରେଇ ରୁହନ୍ତୁ

ମେଷ: ମନ ଚଞ୍ଚଳ ରହିବ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ବୃଷ: ପରିବାରରେ ହସଖୁସିର ବାତାବରଣ ରହିବ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ସ୍ୱାସ୍ଥ୍ୟ ଭଲ ରହିବ। ମିଥୁନ: ବନ୍ଧୁଙ୍କ ସହ ସାକ୍ଷାତ କରିବେ। ଆର୍ଥିକ ସ୍ଥିତି ଭଲ ରହିବ। ମନ ପ୍ରଫୁଲ୍ଲ ରହିବ। କର୍କଟ: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଖର୍ଚ୍ଚ ବଢ଼ିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ସିଂହ: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି। ଦାମ୍ପତ୍ୟ ଜୀବନ ଖୁସିରେ […]

astro-ok-new

astro-ok-new

Jyoshna Pradhan
  • Published: Sunday, 18 August 2019
  • Updated: 18 August 2019, 07:18 AM IST

Sports

Latest News

ମେଷ: ମନ ଚଞ୍ଚଳ ରହିବ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ବୃଷ: ପରିବାରରେ ହସଖୁସିର ବାତାବରଣ ରହିବ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ସ୍ୱାସ୍ଥ୍ୟ ଭଲ ରହିବ।

ମିଥୁନ: ବନ୍ଧୁଙ୍କ ସହ ସାକ୍ଷାତ କରିବେ। ଆର୍ଥିକ ସ୍ଥିତି ଭଲ ରହିବ। ମନ ପ୍ରଫୁଲ୍ଲ ରହିବ।

କର୍କଟ: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଖର୍ଚ୍ଚ ବଢ଼ିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ସିଂହ: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।

କନ୍ୟା: ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

ତୁଳା: ବୌଦ୍ଧିକ ଚର୍ଚ୍ଚାରେ ଯୋଗ ଦେଇପାରନ୍ତି। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ଅପରାହ୍ଣ ପରେ ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

ବିଚ୍ଛା:ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଜଳାଶୟଠାରୁ ଦୂରେଇ ରୁହନ୍ତୁ।

ଧନୁ: ଦିନଟି ଭଲରେ କଟିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ବନ୍ଧୁଙ୍କ ସହ ସମୟ ବିତାଇବେ।

ମକର: ମାନ-ସମ୍ମାନ ମିଳିବ। ଧନପ୍ରାପ୍ତି ଯୋଗ ରହିଛି। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ: ଅଟକି ରହିଥିକା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ଖାଦ୍ୟପେୟର ଯତ୍ନ ନିଅନ୍ତୁ। ନୂତନ ଯାନବାହନ କିଣିପାରନ୍ତି।

 ମୀନ: ଅଳସୁଆ ଅନୁଭବ କରିବେ। ମାଆଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଇଶ୍ୱରଙ୍କୁ ଆରାଧନା କରନ୍ତୁ।

 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos